Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିବିଟି ମାଧ୍ୟମରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ
ଆଜିର ଖବର

ଡିବିଟି ମାଧ୍ୟମରେ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

May 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାର୍ଯ୍ୟାଳୟରେ ଆଜି ନୂତନ ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ ବ୍ଲକର ୧୮୪ଜଣ ହିତାଧିକାରୀଙ୍କୁ ଡିବିଟି ମାଧ୍ୟମରେ ସିଧାସଳଖ ତାଙ୍କ ଏକାଉଣ୍ଟରେ ଭତ୍ତା ଟଙ୍କା ପ୍ରଦାନ କରାଯାଇଥିଲା।

ଜୁନାଗଡ଼ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୃହରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ।

ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଧିରା ମେହେର, ଜୁନାଗଡ଼ ବ୍ଲକ ଅଧ୍ୟକ୍ଷା ସବିତା ମେହେର, ଉପାଧ୍ୟକ୍ଷ ପ୍ରମୋଦ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମକୁ ବିଏସଏସଓ ତୁଷାର ରଞ୍ଜନ ସାହୁ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜୁନାଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ,ପିଇଓ ମାନେ ଯୋଗଦେଇଥିଲେ।

ଜୁନାଗଡ ବ୍ଲକ ଡିବିଟି ଦିବ୍ୟ ଶଙ୍କର ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.