Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ସାଂସଦ ଅପରାଜିତା ଷଡଙ୍ଗୀ
ଆଜିର ଖବର

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ସାଂସଦ ଅପରାଜିତା ଷଡଙ୍ଗୀ

May 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଗତକାଲି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ବେଳେ ସେ ଓଡିଶାର ପ୍ରାଚୀ ନଦୀର ପୁନଃଉଦ୍ଧାର ପାଇଁ ନିବେଦନ କରିଛନ୍ତି। ଓଡିଶାର ପ୍ରାଚୀ ନଦୀ ଯାହାର ଦର୍ଘ୍ୟ ହେଉଛି ୭୮ କିଲୋମିଟର ତାହା ଖୋର୍ଦ୍ଧା, କଟକ, ପୁରୀ ତିନୋଟି ଜିଲ୍ଲାର ୬ ଟି ବ୍ଲକ ଦେଇ ଗତି କରିଅଛି। ଏହା ମୋଟ ୪୨,୫୫୨ ହେକ୍ଟର ଜମି ଉପରେ ପର୍ଯ୍ୟବେସିତ।

ଏ ନେଇ ଅପରାଜିତା କହିଛନ୍ତି ଯେ, ଏହି ପ୍ରକଳ୍ପ ଦ୍ୱାରା ଗୁରୁତ୍ୱପୂର୍ଣ ପ୍ରାଚୀ ନଦୀ ପୁନଃଜୀବିତ ହୋଇପାରିବ। ଏହା ଦ୍ୱାରା ପରିବେଶ ସୁରକ୍ଷା ସହ ବହୁ ମହତ୍ୱପୂର୍ଣ ସ୍ଥାନର ରକ୍ଷଣାବେକ୍ଷଣ ହୋଇପାରିବ। ଏହାଦ୍ୱାରା ଭୁତଳ ଜଳ ସ୍ତର ବୃଦ୍ଧି ପାଇବା ସହ ଜଳର ଲବଣ ଅଂଶ ହ୍ରକ୍ଷସ ପାଇବା ଦ୍ୱାରା ଲୋକ ମାନଙ୍କ ପାନୀୟ ଜଳ ଯୋଗାଣରେ ମଧ୍ୟ୍ୟ ପ୍ରମୁଖ ସାଧନ ହୋଇପାରିବ। ଅପାତତଃ ୮୭୦୦ ହେକ୍ଟର ଚାଷଜମି ଏହା ଦ୍ୱାରା ଜଳସେଚନ ଉପଯୋଗୀ ହୋଇପାରିବ ଏବଂ ଏହା ଦ୍ୱାରା କୃଷିରେ ବ୍ୟାପକ ଭାବେ ବୃଦ୍ଧି ହୋଇ ପାରିବ। ଏ ନେଇ ମନ୍ତ୍ରୀ ଅନୁଧ୍ୟାନ କରିବେ ବୋଲି ଜଣାପଡିଛି।

ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026
Latest News

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.