Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ମଚାରୀମାନେ ଆୟକର ରିହାତି ନ ନେବାକୁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଷ୍ପତ୍ତି
ଆଜିର ଖବର

କର୍ମଚାରୀମାନେ ଆୟକର ରିହାତି ନ ନେବାକୁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଷ୍ପତ୍ତି

May 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କର୍ମଚାରୀମାନେ ଆୟକର ରିହାତି ସୁବିଧା ନ ନେବାକୁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଦାୟିତ୍ବ ନେବା ପରେ ଶ୍ରୀ ରାଜୀବ କୁମାର ଆଜି କମିଶନରମାନଙ୍କ ସହିତ ପ୍ରଥମ ସମ୍ମିଳନୀ ଆୟୋଜନ କରିଛନ୍ତି। ଶ୍ରୀ କୁମାରଙ୍କ ସହିତ ନିର୍ବାଚନ କମିଶନର ଶ୍ରୀ ଅନୁପ ଚନ୍ଦ୍ର ପାଣ୍ଡେ ମଧ୍ୟ ଉପସ୍ଥିତ ଥିଲେ। ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବା ସମୟରେ ଶ୍ରୀ କୁମାର ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନର ମାନଙ୍କର ଦରମା ଓ ଭତ୍ତା ସହିତ ସେମାନେ ପାଉଥିବା ଅନ୍ୟାନ୍ୟ ସୁବିଧା ସମ୍ପର୍କରେ ବିଶ୍ଳେଷଣ କରିଥିଲେ ।

ନିର୍ବାଚନ କମିଶନ (ନିର୍ବାଚନ କମିମଶନରଙ୍କ ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟଶୈଳୀ )ଆଇନ ୧୯୯୧ର ଉପଖଣ୍ଡ ୩ ଅନୁଯାୟୀ ସେମାନେ ମାସିକ ୩୪ହଜାର ଟଙ୍କା ଆୟକର ବିହୀନ ଭତ୍ତା ପାଇଥାନ୍ତି । ଆହୁରି ମଧ୍ୟ ସେମାନେ ଏବଂ ସେମାନଙ୍କ ପରିବାରର ଆଶ୍ରିତମାନଙ୍କ ପାଇଁ ବର୍ଷକୁ ତିନୋଟି ପରିଭ୍ରମଣ ରିହାତି (ଏଲଟିସି) ଉପଭୋଗ କରିଥାନ୍ତି।
ମୁଖ୍ୟ ନିର୍ବାଚନ କମିଶନର ବ୍ୟୟ ସଙ୍କୋଚନ ଉପରେ ଗୁରୁତ୍ୱ ଦେଉଥିବାରୁ ବୈଠକରେ ସମସ୍ତେ ସର୍ବସମ୍ମତ ଭାବରେ ଆୟକର ରିହାତି ନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ତିନୋଟି ଅବକାଶ ପରିଭ୍ରମଣ ରିହାତି ବଦଳରେ ଗୋଟିଏର ସୁବିଧା ନେବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

CEC eci ଭାରତ ନିର୍ବାଚନ କମିଶନର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.