Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନର୍ଥ କାରୋଲିନା ବିଶ୍ବ ବିଦ୍ୟାଳୟରେ ଗୁଳିକାଣ୍ଡ : ୨ ମୃତ, ୪ ଗୁରୁତର
ଆଜିର ଖବର

ନର୍ଥ କାରୋଲିନା ବିଶ୍ବ ବିଦ୍ୟାଳୟରେ ଗୁଳିକାଣ୍ଡ : ୨ ମୃତ, ୪ ଗୁରୁତର

May 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
north carolina shooting 2 dead
north carolina shooting 2 dead

ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଗୁଳିକାଣ୍ଡରେ 2 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 4 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଜଣେ ଛାତ୍ରଙ୍କ ଦ୍ୱାରା ଏହି ଗୁଳିକାଣ୍ଡ ହୋଇଥିବା ସନ୍ଦେହ ହେଉଛି । ଏହି ଘଟଣାରେ ପୋଲିସ ସନ୍ଦେହ କରାଯାଉଥିବା ଛାତ୍ରଙ୍କୁ ଗିରଫ କରିଛି । ପୋଲିସ ଘଟଣାର ତଦନ୍ତ କରୁଛି । ସ୍ଥାନୀୟ ଏକ ଟେଲିଭିଜନ ଚ୍ୟାନେଲ ରିପୋର୍ଟ କରିଛି ଯେ, ବିଶ୍ୱବିଦ୍ୟାଳୟର ପ୍ରଶାସନିକ କୋଠା ‘କେନେଡି ହଲ’ ନିକଟରେ ଏହି ଗୁଳିକାଣ୍ଡ ମଙ୍ଗଳବାର ସନ୍ଧ୍ୟା 5 ଟା 45 ରେ ହୋଇଥିଲା । ଗୁଳିକାଣ୍ଡ ଘଟଣାରେ 2 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଭେମ୍ବର ୨୮ ତାରିଖ ଶୁକ୍ରବାରରେ ଛଅଟି ରାଶି ପାଇଁ ରହିଛି ଖୁସି ଖବର

November 28, 2025

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025
Latest News

ଆଜି ନଭେମ୍ବର ୨୮ ତାରିଖ ଶୁକ୍ରବାରରେ ଛଅଟି ରାଶି ପାଇଁ ରହିଛି ଖୁସି ଖବର

November 28, 2025

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.