Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯିଏ ମୁର୍ଖକୁ ଜ୍ଞାନ ଦେବ ସେ ହେବ ମହାମୁର୍ଖ, କାରଣ କହିଲେ ଆଚାର୍ଯ୍ୟ ଚାଣକ୍ୟ
ଆଜିର ଖବର

ଯିଏ ମୁର୍ଖକୁ ଜ୍ଞାନ ଦେବ ସେ ହେବ ମହାମୁର୍ଖ, କାରଣ କହିଲେ ଆଚାର୍ଯ୍ୟ ଚାଣକ୍ୟ

May 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ବହୁ ଅଦ୍ଭୁତ ତଥା ଆଶ୍ଚର୍ଯ୍ୟ ଏବଂ ଶିକ୍ଷଣୀୟ କଥା କହିଛନ୍ତି। ଶହଶହ ବର୍ଷ ପୂର୍ବେ ଲେଖାଯାଇଥିବା ଏହି ଚାଣକ୍ୟ ନୀତି ଆଜି ବି ବେଶ୍ ଉପକାରିତା ପରିଲକ୍ଷିତ ହୋଇଛି। ସେ ସାଧାରଣ ଜୀବନରେ ଘଟୁଥିବା ପ୍ରତିଟି ଘଟଣାର ଶିକ୍ଷଣୀୟ କଥାକୁ ଉଦ୍ଧାର କରି ଏହି ନୀତି ପ୍ରଣୟନ କରିଛନ୍ତି।

ଏହି ପୁସ୍ତକରେ ସେ ମୁର୍ଖ ସହିତ ବ୍ୟବହାର କିପରି କରିବ ସେ ନେଇ ସୁନ୍ଦର ଉପସ୍ଥାପନା କରିଛନ୍ତି। ସେ କହିଛନ୍ତି ଯେ, ଯେଉଁ ବ୍ୟକ୍ତି ଜ୍ଞାନ ଆହରଣ କରିବା କ୍ଷମତା ନ ଥିବ, ସେହି ବ୍ୟକ୍ତିଙ୍କୁ ଯଦି କେହି ପାଠପଢାଇବ ତେବେ ତାହା ବଡ ଭୁଲ ହେବ।

ଏହାର ଉଦାହରଣ ଦେଇ ସେ କହିଛନ୍ତି ଯେ, ଯଦି ଜଣେ ଅନ୍ଧଙ୍କୁ ଆପଣ ଦର୍ପଣ ଦେଖାଇବେ ତେବେ ସେଥିରେ କାହାର କିଛି ଲାଭ ହେବ ନାହିଁ। ବରଂ ଯେଉଁ ବ୍ୟକ୍ତି ଅନ୍ଧକୁ ଦର୍ପଣ ଦେଖାଇବ ସେ ଜଣେ ମୁର୍ଖ ବୋଲି କହିବାକୁ ହେବ। ଠିକ ସେହିପରି ମୁର୍ଖକୁ ଜ୍ଞାନ ଦେବା ଜ୍ଞାନୀଲୋକଙ୍କର ମୁର୍ଖାମୀପଣ ବୋଲି କୁହାଯିବ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Latest News

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.