Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡିଶାର ବଡ ସଫଳତା: କମିଲା ରାଜ୍ୟରେ ଶିଶୁ ମୃତ୍ୟୁ ହାର
ଆଜିର ଖବର

ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡିଶାର ବଡ ସଫଳତା: କମିଲା ରାଜ୍ୟରେ ଶିଶୁ ମୃତ୍ୟୁ ହାର

May 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିକାଶରେ ବିଭିନ୍ନ କ୍ଷେତ୍ରରେ ଓଡିଶା କ୍ରମାଗତଭାବେ ସଫଳତା ହାସଲ କରି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଥିବା ବେଳେ, ଏବେ ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛି।

ଆଜି ମୋ ସରକାରର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଧିକାରୀ ମାନଙ୍କୁ ସୂଚନା ଦେଇ କହିଲେ ଯେ, ଓଡିଶା ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ କରିବାରେ ସଫଳ ହୋଇଛି। ୨୦୦୫ରୁ ୨୦୨୦ ମଧ୍ୟରେ ଏହି ସଫଳତା ମିଳିଛି। ଏହା ସାରା ଦେଶରେ ଏହି ସମୟ ମଧ୍ୟରେ ସର୍ବାଧିକ ହ୍ରାସ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବର୍ତ୍ତମାନ ରାଜ୍ୟର ଶିଶୁ ମୃତ୍ୟୁ ହାର ପ୍ରତି ଏକ ହଜାରରେ ୩୬କୁ କମିଯାଇଛି।

ଏଥିପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ,ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ମିଶନ ଶକ୍ତି ବିଭାଗ ଏବଂ ଟିମ୍‌ ଓଡିଶାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ଓଡିଶାର ବିକାଶ ଯାତ୍ରାରେ ସମସ୍ତେ ସାମିଲ ହୋଇ ଓଡିଶା ପାଇଁ ନୂଆ ନୂଆ ସଫଳତା ହାସଲ କରିବା ପାଇଁ ପରାମର୍ଶ ଦେଇଥିଲେ।

ଓଡିଶା ନବୀନ ପଟ୍ଟନାୟକ ଶିଶୁ ମୃତ୍ୟୁ ହାର ସ୍ବାସ୍ଥ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026
Latest News

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.