Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢ଼ାଖୋଲ: ଟ୍ରେନ୍ ଧକ୍କାରେ ଭାଲୁର ମୃତ୍ୟୁ
ଆଜିର ଖବର

ରେଢ଼ାଖୋଲ: ଟ୍ରେନ୍ ଧକ୍କାରେ ଭାଲୁର ମୃତ୍ୟୁ

May 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ରେଢ଼ାଖୋଲ ବନଖଣ୍ଡ ନବଘନପୁର ଅଙ୍ଗାରପୁଡ଼ା ମଝିରେ ଟ୍ରେନ୍ ରେ କଟି ଏକ ଭାଲୁର ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି।

ବନବିଭାଗ ସୂତ୍ରୁରୁ ପ୍ରକାଶ ଯେ, ନବଘନପୁର ଅଙ୍ଗାରପୁଡ଼ା ମଧ୍ୟ ସ୍ଥଳରେ ରାତିରେ ଭାଲୁଟି ଟ୍ରେନ୍ ଲାଇନ୍ ପାର୍ ହେଉଥିବା ବେଳେ କୌଣସି ଟ୍ରେନ୍ ଧକ୍କା ଦେଇଥିବା ଅନୁମାନ କରାଯାଉଛି। ବନବିଭାଗ ମୃତ ଭାଲୁକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ପ୍ରାଣୀ ଚିକିତ୍ସାଳୟକୁ ପଠାଇଥିବା ବନବିଭାଗ କହିଛି।

ଲୁହାପଙ୍କ ଫରେଷ୍ଟର ଧର୍ମୁ ପ୍ରଧାନ, ରେଢ଼ାଖୋଲ ରେଞ୍ଜ ଅଧିକାରୀ ମୈତ୍ରୀ ମଞ୍ଜିତ୍ ବିଶ୍ବାଳ ଘଟଣା ସ୍ଥଳରେ ପହଂଚି ମୃତ ଭାଲୁକୁ ରେଢ଼ାଖୋଲ ପଠାଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

୯ମ ଶ୍ରେଣୀ ପାଠ୍ୟକ୍ରମ ସଂଶୋଧନ କଲା ଏନସିଇଆରଟି: ପ୍ରକାଶ ପାଇଲା ନୂତନ ଗଣିତ ପୁସ୍ତକ

September 22, 2026

ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ

September 22, 2026
Latest News

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026

୯ମ ଶ୍ରେଣୀ ପାଠ୍ୟକ୍ରମ ସଂଶୋଧନ କଲା ଏନସିଇଆରଟି: ପ୍ରକାଶ ପାଇଲା ନୂତନ ଗଣିତ ପୁସ୍ତକ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.