Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଆଜିର ଖବର

ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

May 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି। ଜୁନର ପ୍ରଥମ ସପ୍ତାହରେ ମୋସୁମୀ କେରଳ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିଲା। କିନ୍ତୁ ନିର୍ଦ୍ଧାରିତ ସମୟ ୩ ଦିନ ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଛି।

ତେବେ ଆଜି ମୌସୁମୀ ବାୟୁ କେରଳ ଛୁଇଁଥିବା ବେଳେ ଜୁନ ମାସର ଦ୍ଵିତୀୟ ସପ୍ତାହ ସୁଦ୍ଧା ଏହା ଓଡିଶାରେ ପହଞ୍ଚିବ ବୋଲି ଅନୁମାନ କରାଯାଉଛି। ଯାହା ଦ୍ଵାରା ରାଜ୍ୟବାସୀଙ୍କୁ ପ୍ରଚଣ୍ଡ ରୋଦ୍ରତାପରୁ ତ୍ରାହି ମିଳିପାରେ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ଆମେରିକା-ଇରାନ ଶାନ୍ତି ଚୁକ୍ତିନାମାର ୧୦ଟି ପ୍ରମୁଖ ବିନ୍ଦୁ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026
Latest News

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ହରମୁଜ୍ ମୁକ୍ତ ହେବ!: ଆମେରିକା-ଇରାନ ଶାନ୍ତି ଚୁକ୍ତିର ପଢନ୍ତୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ

June 15, 2026

ଆମେରିକା-ଇରାନ ଶାନ୍ତି ଚୁକ୍ତିନାମାର ୧୦ଟି ପ୍ରମୁଖ ବିନ୍ଦୁ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.