Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଲି ଥିବା ୪ ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି, ପୁଣି ସଂସଦ ଯିବେ ସସ୍ମିତ
ଆଜିର ଖବର

ଖାଲି ଥିବା ୪ ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି, ପୁଣି ସଂସଦ ଯିବେ ସସ୍ମିତ

May 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ରାଜ୍ୟସଭା ପାଇଁ ଖାଲି ଥିବା ୪ ଟି ଆସନ ପାଇଁ ବିଜୁଜନତା ଦଳ ପ୍ରାର୍ଥୀ ଘୋଷଣା କରିଛି।

ଏହି ୪ ଜଣଙ୍କ ମଧ୍ୟରେ ସସ୍ମିତ ପାତ୍ରଙ୍କୁ ପୁଣିଥରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଏତଦବ୍ୟତୀତ ବିଜେଡ଼ିର ପ୍ରବକ୍ତା ସୁଲତା ଦେଓ, ରାଜ୍ୟ ଗଣମାଧ୍ୟମ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ ଓ ନିରଞ୍ଜନ ବିଶିଙ୍କୁ ମୁଖ୍ୟମନ୍ତ୍ରୀ ତଥା ଦଳର ମୁଖିଆ ନବୀନ ପଟ୍ଟନାୟକ ମାନୋନିତ କରିଛନ୍ତି।

ନବୀନ ପଟ୍ଟନାୟକ ବିଜେଡି ସସ୍ମିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.