Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ତଫା ଦେଲେ ମାନସ ମଙ୍ଗରାଜ
ଆଜିର ଖବର

ଇସ୍ତଫା ଦେଲେ ମାନସ ମଙ୍ଗରାଜ

May 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗଣମାଧ୍ୟମ  ଉପଦେଷ୍ଠା ପଦବୀରୁ ଇସ୍ତଫା ଦେଇଛନ୍ତି ମାନସ ମଙ୍ଗରାଜ। ସେ ଗତକାଲି ରାଜ୍ୟସଭା ପ୍ରାର୍ଥୀଭାବେ ମନୋନିତ ହୋଇଥିବାରୁ ମାନସ ଏହି ଇସ୍ତଫା ପ୍ରଦାନ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି।

ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦବୀରୁ ଇସ୍ତଫା ଦେବା ପରେ ସେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ।

ମାନସ ମଙ୍ଗରାଜ
Share. Facebook Twitter LinkedIn Email WhatsApp Copy Link

Related Posts

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026
Latest News

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026

ଆପଣ କେଉଁ ପ୍ରକାର ଜୋତା ପିନ୍ଧୁଛନ୍ତି? ଜୋତାର ଶୈଳୀରୁ ଜଣାପଡ଼ିବ ଆପଣଙ୍କ ସ୍ୱଭାବ

September 21, 2026

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.