Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ନୂତନ କୋଭିଡ ମାମଲାରେ ୪.୩% ହ୍ରାସ, ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୭୦୬ ଚିହ୍ନଟ
ଆଜିର ଖବର

ଭାରତରେ ନୂତନ କୋଭିଡ ମାମଲାରେ ୪.୩% ହ୍ରାସ, ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୭୦୬ ଚିହ୍ନଟ

May 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୪.୩ ପ୍ରତିଶତ ହ୍ରାସ ସହିତ ୨ ହଜାର ୭୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯେତେବେଳେ କି ଏହି ସମୟ ମଧ୍ୟରେ କରୋନା ଭାଇରସ୍ ଯୋଗୁଁ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନା ଭାଇରସରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୧୧ କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ସକ୍ରିୟ ମାମଲା ସଂଖ୍ୟା ହେଉଛି ୧୭ ହଜାର ୬୯୮ରେ ପହଞ୍ଚିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୧ ଲକ୍ଷ ୫୫ ହଜାର ୭୪୯ ଲୋକ କରୋନା ଜୀବାଣୁ ଦ୍ୱାରା ପ୍ରଭାବିତ ହୋଇଛନ୍ତି। ସେଥିମଧ୍ୟରୁ ୪ କୋଟି ୨୬ ଲକ୍ଷ ୧୩ ହଜାର ୪୪୦ ଲୋକ କରୋନା ଜୀବାଣୁକୁ ପରାସ୍ତ କରିଛନ୍ତି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୨୮ ହଜାର ୮୨୩ ଟିକା ପ୍ରୟୋଗ କରାଯାଇଛି। ତଥ୍ୟ ଅନୁଯାୟୀ, ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ସମୁଦାୟ ୧୯୩ କୋଟି ୩୧ ଲକ୍ଷ ୫୭ ହଜାର ୩୫୨ ଡୋଜ ଟିକା ଦିଆଯାଉଛି।

କରୋନା ଅପଡେଟ୍ ଟୀକାକରଣ ଅଭିଯାନ ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026
Latest News

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ତୀର୍ଥରୁ ସମୁଦ୍ରତଟ, ସଂସ୍କୃତିରୁ ଆଧ୍ୟାତ୍ମିକତା: ରେଳପଥରେ ଦକ୍ଷିଣ ଭାରତ ଯାତ୍ରା

September 4, 2026

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.