Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଲିଛି ବ୍ରଜରାଜନଗର ଉପନିର୍ବାଚନ, ସକାଳ ନଅଟା ସୁଦ୍ଧା ୧୧ ପ୍ରତିଶତ ମତଦାନ
ଆଜିର ଖବର

ଚାଲିଛି ବ୍ରଜରାଜନଗର ଉପନିର୍ବାଚନ, ସକାଳ ନଅଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

May 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଲିଛି ବ୍ରଜରାଜନଗର ଉପନିର୍ବାଚନ, ସକାଳ ନଅଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ଭୁବନେଶ୍ବର: ଆଜି ସକାଳ ସାତଟାରୁ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନ ଶାନ୍ତି ଶୃଙ୍ଖଳାର ସହିତ ଚାଲିଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଅନୁସାରେ ଆଜି ସକାଳ ନଅଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଧିରେଧିରେ ଭୋଟରମାନେ ବୁଥକୁ ମତଦାନ କରିବା ପାଇଁ ଆସୁଥିବାର ପରିଲକ୍ଷିତ ହୋଇଛି।

କୋଭିଡ କଟକଣା ଦୃଷ୍ଟିରେ ରଖି ସମସ୍ତ ବୁଥରେ ସାନିଟାଇଜେନସ ବ୍ୟବସ୍ଥା କରାଯାଇଛି। ଏଥର ଭୋଟରମାନଙ୍କ ଗହଳିକୁ ନିୟନ୍ତ୍ରଣ କରିବା ପାଇଁ ୨୭୯ଟି ବୁଥ କରାଯାଇଛି। ସେଥିମଧ୍ୟରୁ ୩୦ଟି ମଡେଲ ପୋଲିଂ ବୁଥ କରାଯାଇଛି । ସେହିପରି ୫ଟି ପିଙ୍କ ବୁଥ ହୋଇଛି, ଯେଉଁଠି କେବଳ ମହିଳା ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି।

Brajarajnagar ବ୍ରଜରାଜନଗର ବ୍ରଜରାଜନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.