Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RajyasabhaElection»ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ଚାରି ବିଜେଡି ପ୍ରାର୍ଥୀ, ଆସନ୍ତାକାଲି ଯାଞ୍ଚ
RajyasabhaElection

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ଚାରି ବିଜେଡି ପ୍ରାର୍ଥୀ, ଆସନ୍ତାକାଲି ଯାଞ୍ଚ

May 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ଚାରି ବିଜେଡି ପ୍ରାର୍ଥୀ, ଆସନ୍ତାକାଲି ଯାଞ୍ଚ

ଭୁବନେଶ୍ବର: ଆଜି ବିଜେଡିର ଚାରିଜଣ ପ୍ରାର୍ଥୀ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭା ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସରଙ୍କ ନିକକଟରେ ଏହି ଚାରିଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ନିରଂଜନ ବିଶି।

ଆଜି ପୂର୍ବାହ୍ନରେ ସମସ୍ତ ପ୍ରାର୍ଥୀ ବିଧାନସଭା ଆସି ସେମାନଙ୍କ ନାମାଙ୍କନ ଦାଖଲ କରିଥିଲେ। ସାଥିରେ ବିଜେଡି ସଂଗଠକ ସଂପାଦକ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମନ୍ତ୍ରୀ ବିକ୍ରମ ଆରୁଖ, ମନ୍ତ୍ରୀ ଟୁକୁନି ସାହୁ, ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ଥିଲେ। ଆସନ୍ତାକାଲି ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ବର୍ତ୍ତମାନ ଆଉ କେହି ନାମାଙ୍କନ ଦାଖଲ କରିବାକୁ ନ ଥିବାରୁ ଏହି ଚାରିଜଣଙ୍କୁ ବିଜୟୀ ଘୋଷଣା କରାଯିବ।

ଡ ସସ୍ମିତ ପାତ୍ର ନିରଞ୍ଜନ ବିଶି ମାନସ ମଙ୍ଗରାଜ ରାଜ୍ୟସଭା ରାଜ୍ୟସଭା ନିର୍ବାଚନ ସସ୍ମିତ ପାତ୍ର ସୁଲତା ଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.