Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀ: ଜଳଯୋଗ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦିର୍ଘାୟୁ କାମନା, ଦେଖନ୍ତୁ ଭିଡିଓ
ଆଜିର ଖବର

ଟାଙ୍ଗୀ: ଜଳଯୋଗ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦିର୍ଘାୟୁ କାମନା, ଦେଖନ୍ତୁ ଭିଡିଓ

June 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଜଳଯୋଗ ମାଧ୍ୟମରେ ଜଣେ ସମାଜସେବୀ ନିଆରା ପ୍ରୟାସ କରିଛନ୍ତି। ଜନୈକ ସମାଜସେବୀ ଜଳଯୋଗ କରି ବିଶ୍ବଶାନ୍ତି ଓ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ସରପାରୀ ଗ୍ରାମର ସମାଜସେବୀ ସୁଦାମ ଚରଣ ସାହୁ ଏଭଳି ଏକ ନିଆରା ପ୍ରୟାସ କରିଛନ୍ତି।

https://thesamikhsya.com/odia/wp-content/uploads/2022/06/WhatsApp-Video-2022-06-01-at-6.43.31-PM-4.mp4

ସୁଦାମ ଜଳଯୋଗ ମାଧ୍ୟମରେ ଧ୍ୟାନ ମୁଦ୍ରାରେ ପେଟ ଓ ମୁଣ୍ଡ ଉପରେ ଏକ ଥାଳିରେ ଦୀପ ଜାଳି ମଲାଗୁଣୀ ନଦୀରେ ଦିର୍ଘ ସମୟଧରି ଭାସି ରହିଥିଲେ। ସୁଦାମଙ୍କ ବାର୍ତ୍ତା ଆସନ୍ତା ସପ୍ତାହରେ ଅଯୋଧ୍ୟାରେ ଜଳଯୋଗ କରିବେ। ଏହା ମାଧ୍ୟମରେ ବିଶ୍ୱର କଲ୍ୟାଣ ନିମନ୍ତେ ଶାନ୍ତି ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘାୟୁ କାମନା କରିବେ। ଏହି ସମୟରେ ସେ ୨୧ ଦିନ ଧରି ପାଣି ଉପରେ ଜଳଯୋଗ କରିବା ସହିତ ୨୧ଲକ୍ଷ ଦୀପ ଜାଳିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ରାମ ଭକ୍ତ ଓ ହନୁମାନ ଭକ୍ତ ମାନଙ୍କ ଠାରୁ ସୁଦାମ ଆଶୀର୍ବାଦ ଭିକ୍ଷା କରିଛନ୍ତି।

ଟାଙ୍ଗୀ ପ୍ରଧାନମନ୍ତ୍ରୀ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026
Latest News

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.