Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RajyasabhaElection»ଆସିଲା ବ୍ରଜରାଜନଗର ଉପନିର୍ବାଚନ ଚୁ଼ଡାନ୍ତ ଭୋଟ ପ୍ରତିଶତ ରିପୋର୍ଟ
RajyasabhaElection

ଆସିଲା ବ୍ରଜରାଜନଗର ଉପନିର୍ବାଚନ ଚୁ଼ଡାନ୍ତ ଭୋଟ ପ୍ରତିଶତ ରିପୋର୍ଟ

June 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସିଲା ବ୍ରଜରାଜନଗର ଉପନିର୍ବାଚନ ଚୁ଼ଡାନ୍ତ ଭୋଟ ପ୍ରତିଶତ ରିପୋର୍ଟ

ଭୁବନେଶ୍ବର: ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ବ୍ରଜରାଜନଗର ଉପନିର୍ବାଚନର ଚୁଡାନ୍ତ ଭୋଟ ପ୍ରତିଶତ ଆସିଛି। ତଥ୍ୟ ଅନୁସାରେ ଗତକାଲି ବ୍ରଜରାଜନଗରରେ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି। ଯାହା ଆଶାତିତ ବୋଲି କୁହାଯାଉଛି।

ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁସାରେ ଏଥର ବ୍ରଜରାଜନଗରରେ ମୋଟ ଭଟର ସଂଖ୍ୟା ହେଉଛି ୨ ଲକ୍ଷ ୧୪ ହଜାର ୮୭୮। ହେଲେ ଉପନିର୍ବାଚନରେ ମୋଟ ୧ ଲକ୍ଷ ୫୩ ହଜାର ୭୧୬ ଜଣ ମତଦାନ କରିଛନ୍ତି।

ଏହି ନିର୍ବାଚନ ମଣ୍ଡଳୀରେ ମୋଟ ପୁରୁଷ ଭୋଟର ୧ ଲକ୍ଷ ୧୦ ହଜାର ୫୦ ଜଣ ଥିବା ବେଳେ ଭୋଟ ଦେଇଛନ୍ତି ୮୦ ହଜାର ୮୪୮ ଜଣ। ସେହିପରି ମହିଳା ଭୋଟର ସଂଖ୍ୟା ୧ ଲକ୍ଷ ୪ ହଜାର ୮୧୧ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ ମତଦାନ କରିଛନ୍ତି ୭୨ ହଜାର ୮୬୫ ଜଣ। ତୃତୀୟ ଲିଙ୍ଗ ସଂଖ୍ୟା ୧୭ ଥିବା ବେଳେ ୩ ଜଣ ମତ ସାବ୍ୟସ୍ତ କରିଛନ୍ତି।

ବ୍ରଜରାଜନଗର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.