Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇପରଆଣ୍ଡ୍ରୋଜେନ୍‌ ମାମଲା : କାଷ୍ଟର ସେମେନ୍ୟାଙ୍କ ଆବେଦନ ଖାରଜ
ଆଜିର ଖବର

ହାଇପରଆଣ୍ଡ୍ରୋଜେନ୍‌ ମାମଲା : କାଷ୍ଟର ସେମେନ୍ୟାଙ୍କ ଆବେଦନ ଖାରଜ

May 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଇଥର ମଧ୍ୟଦୂରଗାମୀ ବିଭାଗରେ ଅଲମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା କାଷ୍ଟର ସେମେନ୍ୟାଙ୍କ ଆବେଦନ ଖାରଜ ହୋଇଛି । ହାଇପର ଆଣ୍ଡ୍ରୋଜେନ୍‌କୁ ନେଇ ସେମେନ୍ୟା କୋର୍ଟ ଅଫ ଆର୍ଟିବେସନ୍‌ରେ ନିଜର ଆବେଦନ କରିଥିଲେ । ଅନ୍ୟ ମହିଳା ଧାବିକାଙ୍କ ତୁଳନାରେ ସେମେନ୍ୟାଙ୍କ ଟେଷ୍ଟୋଷ୍ଟେରନ୍‌ ଅଧିକ ରହିଥିବାରୁ ଏହାକୁ ନେଇ ତାଙ୍କୁ ଶାରିରୀକ ପରୀକ୍ଷଣର ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ଏହା ବିରୋଧରେ ଆବେଦନ କରିଥିଲେ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡିଛି । ଦୁଇ ଥର ଅଲମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିଥିବା ଏହି ଖେଳାଳି ଜଣକ ସେପ୍ଟେମ୍ବରରେ ଦୋହାରେ ଜିତିଥିବା ନିଜର ବିଶ୍ବ ଟାଇଟଲ୍‌ ବଜାୟ ରଖିବା ପାଇଁ ଏହି ପରୀକ୍ଷଣ ମଧ୍ୟ ଦେଇ ଗତି କରିବାକୁ ପଡିବ । ପୂର୍ବରୁ ଭାରତୀୟ ଆଥଲେଟ ଦୂତୀ ଚାନ୍ଦ ଏହି ପ୍ରକ୍ରିୟା ମଧ୍ୟ ଦେଇ ଟ୍ରାକ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Latest News

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

ଭିବି- ଜୀ ରାମ ଜୀ ବିଲ୍, ୨୦୨୫କୁ ଅନୁମୋଦନ ପ୍ରଦାନ କଲେ ରାଷ୍ଟ୍ରପତି

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.