Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କହିଲେ..
ଆଜିର ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କହିଲେ..

June 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କହିଲେ..

ଭୁବନେଶ୍ବର: ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ସୁପ୍ରିମ କୋର୍ଟ ରାୟ ଆସିଛି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହି ପ୍ରକଳ୍ପ ଉପରେ ରହିତା ଦେଶ ଦିଆଯାଇପାରିବ ନାହିଁ। ମାମଲାକୁ ରଦ୍ଦ କରିଛନ୍ତି। ଭକ୍ତଙ୍କ ସ୍ବାର୍ଥ ଆଗରେ ପ୍ରକଳ୍ପ କାମ ବନ୍ଦ ହେବ ନାହିଁ। ଯେଉଁମାନେ ଏହାକୁ ବିରୋଧ କରି ଆବେଦନ କରିଥିଲେ ସେମାନେ ନିଜ ସ୍ବାର୍ଥ ପାଇଁ କରିଥିଲେ। ଏପରି ମାମଲା କରି କୋର୍ଟର ଅଯଥା ସମୟ ନଷ୍ଟ କରୁଛନ୍ତି ବୋଲି କୋର୍ଟ କହିଛନ୍ତି। ଏପରିକି ଦୁଇ ଆବେଦନକାରୀଙ୍କୁ ଏକ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ମଧ୍ୟ କରିଛନ୍ତି।

ଏହି ରାୟ ଆସିବା ପରେ ସାରା ଓଡିଶାରେ ବିଭିନ୍ନ ମହଲରେ ଖୁସି ପ୍ରକଟ କରାଯାଇଛି। ଏହିପରି ଏକ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, “ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ। ଜୟ ଜଗନ୍ନାଥ” । ନବୀନଙ୍କ ଏହି ଟୁଇଟି ସହିତ ସେ ପୁରୀ ଶ୍ରୀମନ୍ଦିରର ଏକ ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସୁପ୍ରିମ କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.