Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RajyasabhaElection»ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ବିଜେଡିର ତିନି ରାଜ୍ୟସଭା ପ୍ରାର୍ଥୀ
RajyasabhaElection

ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ବିଜେଡିର ତିନି ରାଜ୍ୟସଭା ପ୍ରାର୍ଥୀ

June 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ ବିଜେଡିର ତିନି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର: ଆଜି ନିର୍ଦ୍ବନ୍ଦରେ ବିଜେଡିର ତିନିଜଣ ରାଜ୍ୟସଭା ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ଆଜି ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧୀ ଥିଲା। ହେଲେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର ନ କରିବାରୁ ତାଙ୍କୁ ନିର୍ବାଚିତ ଘୋଷିତ କରାଗଲା। ସେମାନେ ହେଲେ ସୁଲତା ଦେଓ, ମାନସ ମଙ୍ଗରାଜ ଏବଂ ସସ୍ମିତ ପାତ୍ର। ଏହି ତିନିଜଣଙ୍କୁ ବିଧାନସଭା ରିଟର୍ଣିଂ ଅଫିସର ନିର୍ବାଚିତ ସାର୍ଟିଫିକେଟ ପ୍ରଦାନ କରିଥିଲେ।

ଅନ୍ୟତମ ପ୍ରାର୍ଥୀ ନିରଂଜନ ବିଶିଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଅବଧୀ ୬ ଜୁନ ପର୍ଯ୍ୟନ୍ତ ରହିଛି। କାରଣ ଏହା ଉପନିର୍ବାଚନ ଥିବାରୁ ଏଥିପାଇଁ ଅଲଗା ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେହି ଅନୁସାରେ ୨ ଜୁନ୍‌ରେ ନାମାଙ୍କନ ଦାଖଲର ଶେଷ ତାରିଖ ଥିଲା। ସେହିପରି ଜୁନ ୩ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇଥିଲା। ଏହି ଆସନ ପାଇଁ ଆସନ୍ତା ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିଲେ ମଧ୍ୟ ୬ ତାରିଖରେ ତାଙ୍କୁ ମଧ୍ୟ ନିର୍ଦ୍ବନ୍ଦରେ ନିର୍ବାଚିତ ଘୋଷଣା କରାଯିବ।

ମାନସ ମଙ୍ଗରାଜ ରାଜ୍ୟସଭା ରାଜ୍ୟସଭା ନିର୍ବାଚନ ସସ୍ମିତ ପାତ୍ର ସୁଲତା ଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026
Latest News

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026

ଇଞ୍ଜେକ୍ସନ୍‌ ନେବା ପରେ ଜୀବନ ଗଲା: ମହିଳା ମୃତ୍ୟୁ ଘଟଣାରେ ମେଡିସିନ୍‌ ଷ୍ଟୋର କର୍ମଚାରୀ ଅଟକ

August 7, 2026

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.