ଭୁବନେଶ୍ବର: ଲୋକସେବା ଭବନରେ ଆରମ୍ଭ ହୋଇଛି ନବୀନଙ୍କ ନୂଆ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଉତ୍ସବ। ଏହି ଉତ୍ସବର ପ୍ରଥମ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ଜଗନ୍ନାଥ ସାରକା। ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଶପଥ ପାଠ କରାଇଛନ୍ତି। ମନ୍ତ୍ରୀ ମଣ୍ଡଳ ଶପଥ
ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତି: ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିOctober 22, 2025