Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବିଧାୟକଙ୍କୁ ମିଲିଲା ନୂଆ ଦାୟିତ୍ବ, ଜଣେ ସରକାରୀ ଦଳ ମୁଖ୍ୟ ସଚେତକ, ଆଉ ଜଣେ ଉପମୁଖ୍ୟ
ଆଜିର ଖବର

ଦୁଇ ବିଧାୟକଙ୍କୁ ମିଲିଲା ନୂଆ ଦାୟିତ୍ବ, ଜଣେ ସରକାରୀ ଦଳ ମୁଖ୍ୟ ସଚେତକ, ଆଉ ଜଣେ ଉପମୁଖ୍ୟ

June 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇ ବିଧାୟକଙ୍କୁ ମିଲିଲା ନୂଆ ଦାୟିତ୍ବ, ଜଣେ ସରକାରୀ ଦଳ ମୁଖ୍ୟ ସଚେତକ, ଆଉ ଜଣେ ଉପମୁଖ୍ୟ

ଭୁବନେଶ୍ବର: ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ହେଲେ ସରକାରୀ ମୁଖ୍ୟ ସଚତେକ। ଆଜି ମନ୍ତ୍ରୀ ମଣ୍ଡଳ ଶପଥ ପରେ ଏହି ଘୋଷଣା କରାଯାଇଛି। ସେହିପରି ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ମିଳିଛି ଉପ ମୁଖ୍ୟ ସଚେତକ। ଏ ନେଇ ଆଜି ସଂସଦୀୟ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଏହି ଦୁଇ ପଦବୀରେ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକ ଏବଂ ଉପମୁଖ୍ୟ ସଚେତକ ଭାବେ ରୋହିତ ପୂଜାରୀ ଥିଲେ। ହେଲେ ସେମାନେ ମନ୍ତ୍ରୀ ଭାବେ ଶପଥ ନେବା ପରେ ଏହି ଦୁଇ ପଦବୀ ଖାଲି ପଡିଥିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ଜଣଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି।

ପ୍ରଶାନ୍ତ ମୁଦୁଲି ସରୋଜ ମେହେର
Share. Facebook Twitter LinkedIn Email WhatsApp Copy Link

Related Posts

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026

ଟାଉନ ଥାନା ପୋଲିସ ପକ୍ଷରୁ ହୁକ୍କା ଆଡ୍ଡା ଉପରେ ଚଢ଼ାଉ: ମାଲିକ ଗିରଫ

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026
Latest News

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026

ଟାଉନ ଥାନା ପୋଲିସ ପକ୍ଷରୁ ହୁକ୍କା ଆଡ୍ଡା ଉପରେ ଚଢ଼ାଉ: ମାଲିକ ଗିରଫ

February 28, 2026

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.