Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୀଳ ଲୁଙ୍ଗି, ଧଳା ଟି ସାର୍ଟ ପିନ୍ଧି ବ୍ରଜରାଜନଗର ନୂଆ ବିଧାୟିକାଙ୍କୁ ସାକ୍ଷତ କଲେ ନବୀନ
ଆଜିର ଖବର

ନୀଳ ଲୁଙ୍ଗି, ଧଳା ଟି ସାର୍ଟ ପିନ୍ଧି ବ୍ରଜରାଜନଗର ନୂଆ ବିଧାୟିକାଙ୍କୁ ସାକ୍ଷତ କଲେ ନବୀନ

June 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୀଳ ଲୁଙ୍ଗି, ଧଳା ଟି ସାର୍ଟ ପିନ୍ଧି ବ୍ରଜରାଜନଗର ନୂଆ ବିଧାୟିକାଙ୍କୁ ସାକ୍ଷତ କଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବ୍ରଜରାଜନଗର ଉପନିର୍ବାଚନରେ ବିଜୟ ଲାଭ କରିଥିବା ଅଳକା ମହାନ୍ତି। ସେ ରବିବାର ଦିନ ନବୀନ ନିବାସକୁ ତାଙ୍କ ପରିବାର ସହିତ ଆସି ନବୀନଙ୍କୁ ସାକ୍ଷାତ କରିଛନ୍ତି। ଅଳକା ଏହି ଉପନିର୍ବାଚନରେ ବିପୁଳ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ଅଳକା କହିଛନ୍ତି ଯେ, ତାଙ୍କ ସ୍ବାମୀଙ୍କର ଯାହା ସ୍ବପ୍ନ ଥିଲା ତାହାକୁ ପୁରଣ କରିବା ପାଇଁ କାର୍ଯ୍ୟ କରିବି। ମୋ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆର୍ଶିବାଦ ରହିଛି, ତାହାକୁ ପାଥେୟ କରି ଆଗାମୀ ପଦକ୍ଷେପ ଗ୍ରହଣ କରିବି ବୋଲି ଅଳା କହିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ସାଧାରଣ ବେଶପୋଷାକରେ ସାକ୍ଷାତ କରିଥିଲେ। ଏକ ନୀଳ ଲୁଙ୍ଗି ସହିତ ଧଳା ଟି ସାର୍ଟ ପିନ୍ଧିଥିଲେ।

ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Latest News

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ ବିଜେଡି କର୍ମକର୍ତ୍ତା

June 7, 2026

ବିସ୍ତୃତ ରାଶିଫଳ: ଜୁନ ୭ ତାରିଖ ରବିବାରରେ ୭ଟି ରାଶି ଉପରେ ମା’ ଲକ୍ଷ୍ମୀଙ୍କ ରହିଛି ଆର୍ଶିବାଦ

June 7, 2026

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.