Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାସ୍ଥ୍ୟ କ୍ଷେତ୍ରରେ ଭାରତ ଓ ଆମେରିକା ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ
ଆଜିର ଖବର

ସ୍ୱାସ୍ଥ୍ୟ କ୍ଷେତ୍ରରେ ଭାରତ ଓ ଆମେରିକା ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ

June 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଭାରତ ଓ ଆମେରିକା ମଧ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ ଅନୁମୋଦନ କରାଯାଇଛି। ଭାରତର ବାୟୋ ଟେକ୍‌ନୋଲୋଜି ବିଭାଗ (ଡିବିଟି) ଓ ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର), ଆମେରିକାରର ଆନ୍ତର୍ଜାତିକ ପେଡସ୍ ଭ୍ୟାକ୍ସିନ ଇନିସିଏଟିଭ (ଆଇଏଭିଆଇ) ସହିତ ଏହି ଚୁକ୍ତି ସ୍ୱାକ୍ଷର କରିଛି। ଏହି ବୁଝାମଣାପତ୍ରର ସର୍ତ୍ତ ଅନୁସାରେ ଉଭୟପକ୍ଷ ମିଳିତ ଉଦ୍ୟମରେ ନୂଆ, ଉନ୍ନତ ଓ ଅଭିନବ ବାୟୋ ମେଡିକାଲ ଟୁଲ୍ସ ଓ ଟେକ୍‌ନୋଲୋଜି ବିକଶିତ କରିବା ଦିଗରେ କାମ କରିବେ ଏବଂ ଏଚଆଇଭି, ଟିବି, କୋଭିଡ-୧୯ ସମେତ ଅନ୍ୟାନ୍ୟ ନୂଆ ନୂଆ ସଂକ୍ରାମକ ରୋଗର ପ୍ରତିରୋଧ ଏବଂ ଚିକିତ୍ସା ପାଇଁ ଉଦ୍ୟମ କରିବେ।

ଏହି ବୁଝାମଣାପତ୍ର ମଧ୍ୟ ଆନ୍ତର୍ଜାତିକ ବୈଜ୍ଞାନିକ ତଥା ଟେକ୍‌ନୋଲୋଜି ସହଯୋଗ ବ୍ୟବସ୍ଥା ମଧ୍ୟରେ ଭାରତ-ଆମେରିକା ପାରସ୍ପରିକ ସ୍ୱାର୍ଥରକ୍ଷା ସମ୍ପର୍କକୁ ଅଧିକ ସୁଦୃଢ କରିବ।

ଆମେରିକା କ୍ୟାବିନେଟର ଅନୁମୋଦନ ଭାରତ ସ୍ୱାସ୍ଥ୍ୟ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026
Latest News

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.