Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁର୍ଖା ଉପରେ କଟକଣା ପ୍ରସଙ୍ଗ : ଶିବସେନାକୁ ମୁଫ୍‌ତିଙ୍କ ସମାଲୋଚନା
ଆଜିର ଖବର

ବୁର୍ଖା ଉପରେ କଟକଣା ପ୍ରସଙ୍ଗ : ଶିବସେନାକୁ ମୁଫ୍‌ତିଙ୍କ ସମାଲୋଚନା

May 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mufti slams shivsena on burkha issue
mufti slams shivsena on burkha issue

ପିଡିପି ମୁଖ୍ୟ ମେହବୁଚବା ମୁ୍ଫ୍‌ତି ଶିବସେନାର ବୁର୍ଖା ଉପରେ କଟକଣା ମନ୍ତବ୍ୟକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଭାରତରେ ଏହାର କୌଣସି ଆବଶ୍ୟକତା ନାହିଁ ଏବଂ ଏହା ଇସ୍‌ଲାମ ବିରୋଧୀ ବୋଲି କହିଛନ୍ତି। ଶିବସେନାକୁ ସମାଲୋଚନା କରି ମୁଫ୍‌ତି କହିଛନ୍ତି, ସେନାର ଏଭଳି ମନ୍ତବ୍ୟ ପରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧି ଯାଉଥିବା ମୁସ୍‌ଲିମ୍‌ ମହିଳାଙ୍କୁ ଏହାପରେ ସମସ୍ତେ ସନ୍ଦେହ ଚକ୍ଷୁରେ ଦେଖିବେ। ଏହା ଦ୍ବାରା ଦେଶର ବିବିଧତା ନଷ୍ଟ ହେଉଛି ବୋଲି ଏକ ଟ୍ବିଟ୍‌ କରି ଲେଖିଛନ୍ତି ପୂର୍ବତନ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି। ସୂଚନାଯୋଗ୍ୟ ଯେ, ଗତକାଲି ଶିବସେନାର ମୁଖପତ୍ର ‘ସାମ୍‌ନା’ରେ ବୁର୍ଖା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରାଯାଇଥିଲା। ଶ୍ରୀଲଙ୍କା ଏବଂ ଅନ୍ୟାନ୍ୟ ରାଷ୍ଟ୍ର ପରି ଭାରତରେ ମଧ୍ୟ ବୁର୍ଖା ଓ ସେହି ପ୍ରକାରର ମୁହଁ ଢ଼ାଙ୍କୁଥିବା ଜିନିଷକୁ ବନ୍ଦ କରାଯାଉ ଏବଂ ଦେଶର ହିତ ପାଇଁ ଏହି ଦାବି କରାଯାଉଛି ବୋଲି ମଧ୍ୟ ସାମ୍‌ନାରେ କୁହାଯାଇଛି। ଏହା ସହିତ ବୁର୍ଖା ଉପରେ ବାସନ୍ଦାଦେଶ ଲଗାଇବା କୌଣସି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଠାରୁ ମଧ୍ୟ କମ୍‌ ନୁହେଁ ବୋଲି ମଧ୍ୟ ଏଥିରେ ଉଲ୍ଲେଖ କରାଯାଇଛି।

mufti samna shivsena thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.