Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର ଜୁଲାଇ ୨ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ: ଜାଣନ୍ତୁ ପୂର୍ଣ୍ଣାଙ୍ଗ ବଜେଟ କେବେ?
ଆଜିର ଖବର

ଏଥର ଜୁଲାଇ ୨ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ: ଜାଣନ୍ତୁ ପୂର୍ଣ୍ଣାଙ୍ଗ ବଜେଟ କେବେ?

June 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ବର୍ଷର ମୌସୁମୀ ଅଧିବେଶନ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି। ଚଳିତ ବର୍ଷ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ଜୁଲାଇ ୨ ତାରିଖରୁ ଆରମ୍ଭ ହେବାକୁ ସ୍ଥିର ହୋଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ତେବେ ଏଥର ମୌସୁମୀ ଅଧିବେଶନରେ ୨୪ଟି କାର୍ଯ୍ୟ ଦିବସ ରହିଛି। ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏବଂ ୨ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ବଜେଟ ଆଗତ କରିବେ।

ଓଡିଶା ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026
Latest News

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026

କର୍ଣ୍ଣାଟକର ମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବି. ନାଗେନ୍ଦ୍ର!: ଜାଣନ୍ତୁ କାହିଁକି ଦେଲେ ପ୍ରସ୍ତାବ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.