Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଜାତୀୟ ଜ୍ୟୋତିଷଶାସ୍ତ୍ର କର୍ମଶାଳା-୨୦୨୨ ଅନୁଷ୍ଠିତ
ଆଜିର ଖବର

ପ୍ରଥମ ଜାତୀୟ ଜ୍ୟୋତିଷଶାସ୍ତ୍ର କର୍ମଶାଳା-୨୦୨୨ ଅନୁଷ୍ଠିତ

June 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଥମ ଜାତୀୟ ଜ୍ୟୋତିଷଶାସ୍ତ୍ର କର୍ମଶାଳା-୨୦୨୨ ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନଠାରେ ପ୍ରଥମ ଜାତୀୟ ତ୍ୟୋତିଷଶାସ୍ତ୍ର କର୍ମଶାଳା ୨୦୨୨ ଅନୁଷ୍ଠିତ ହୋଇଯାଇଛି। ଜ୍ୟୋତିଷଶାସ୍ତ୍ର ସହ ବିଜ୍ଞାନର କିଭଳି ସମ୍ପର୍କ ଅଛି ଏବଂ ପ୍ରତିଟି ମୁହୂର୍ତ୍ତରେ ମାନବ ଜାତିରେ କିଭଳି ଅନୁଭୂତ ହୁଏ ତାହା ଉପରେ ଆଲୋଚନା ହୋଇଥିଲା। ମଣିଷ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ପ୍ରତିଟି କ୍ଷେତ୍ରରେ ଗ୍ରହ, ନକ୍ଷତ୍ର ମାନଙ୍କ ପ୍ରଭାବ ଏବଂ ସେ ବିଷୟ ସମସ୍ତେ କିିପରି ଜ୍ଞାନପ୍ରାପ୍ତ ହେବେ ଏବଂ ରାଜ୍ୟର ପ୍ରତି କୋଣେ କୋଣେ ଜ୍ୟୋତିଷ ବିଦ୍ୟା ଉପରେ ସମସ୍ତଙ୍କର କିଭଳି ଜ୍ଞାନ ହେବ ସମସ୍ତଙ୍କ ଦୃଷ୍ଟି ଜ୍ୟୋତିଷଶାସ୍ତ୍ର ରହିବ ତାହାରି ଉପରେ ବିଶେଷ ଆଲୋଚନା କରାଯାଇଥିଲା।

ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଶ୍ରୀ ହରିହର ହୋତା, ମୁଖ୍ୟ ବକ୍ତା ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ସଂସ୍କୃତ ବିଭାଗର ପ୍ରଫେସର ସୁବାସ ଚନ୍ଦ୍ର ଦାସ ଯୋଗ ଦେଇଥିଲେ। କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ନିର୍ଦ୍ଦେଶକ ଖଗେଶ୍ୱର ମିଶ୍ର ବଶିଷ୍ଟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ଗୋରଖପୁର ଶାଖାଦୀପ ସଂଗଠନ ମନ୍ତ୍ରୀ ଶ୍ରୀ ଅନନ୍ତ ମିଶ୍ର ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କର୍ମଶାଳାରେ ଜାମ୍ମୁ କାଶ୍ମୀର କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରଭାତ କୁମାର ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ଆବାହକ ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗର ଆସିଣ୍ଟାଣ୍ଟ ପ୍ରଫେସର ଚିତ୍ତରଞ୍ଜନ ନାୟକ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ରରେ ପ୍ରଧାନମନ୍ତ୍ରୀ ମୋଦି, ଭେଟି ଦେଲେ ୧୩,୪୩୦ କୋଟି ଟଙ୍କାର ବିକାଶ ପ୍ରକଳ୍ପ

October 16, 2025

ଦୀପାବଳି ପାଇଁ ରେଳବାଇର ଘୋଷଣା, ପୁରୀ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍

October 16, 2025

ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

October 16, 2025

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ସୁପାରିଶକୁ ନୀତା ଅମ୍ବାନୀଙ୍କ ସ୍ଵାଗତ

October 16, 2025
Latest News

ଆନ୍ଧ୍ରରେ ପ୍ରଧାନମନ୍ତ୍ରୀ ମୋଦି, ଭେଟି ଦେଲେ ୧୩,୪୩୦ କୋଟି ଟଙ୍କାର ବିକାଶ ପ୍ରକଳ୍ପ

October 16, 2025

ଦୀପାବଳି ପାଇଁ ରେଳବାଇର ଘୋଷଣା, ପୁରୀ ଓ ନୂଆଦିଲ୍ଲୀ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍

October 16, 2025

ବିଜେଡି ଛାଡି ବିଜେପିରେ ଯୋଗଦେଲେ କଳାହାଣ୍ଡି ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ

October 16, 2025

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୩୦ ଆୟୋଜନ ପାଇଁ ଭାରତର ସୁପାରିଶକୁ ନୀତା ଅମ୍ବାନୀଙ୍କ ସ୍ଵାଗତ

October 16, 2025

ନୂଆପଡାରେ ଗର୍ଜ୍ଜିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କଂଗ୍ରେସ ବିଜେଡିକୁ କଲେ ଟାର୍ଗେଟ

October 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.