Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ କୁଳପତି ଅଶୋକ ମହାପାତ୍ରଙ୍କୁ ସି.ଭି. ରମଣ ବିଜ୍ଞାନ ରତ୍ନ ସମ୍ମାନ
ଆଜିର ଖବର

ସୋଆ କୁଳପତି ଅଶୋକ ମହାପାତ୍ରଙ୍କୁ ସି.ଭି. ରମଣ ବିଜ୍ଞାନ ରତ୍ନ ସମ୍ମାନ

June 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜ୍ଞାନ କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ସି.ଭି. ରମଣ ବିଜ୍ଞାନ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି।

ସି.ଭି ରମଣ ଆୱାର୍ଡ ସିଲେକ୍ସନ୍ ବୋର୍ଡ ପକ୍ଷରୁ ଆୟୋଜିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍‌ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ନାଇଜର), ଭୁବନେଶ୍ୱର କ୍ୟାମ୍ପସ୍ ଠାରେ ଗତ ଶୁକ୍ରବାର ଦିନ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିବା ପ୍ରଫେସର ମହାପାତ୍ରଙ୍କୁ ୨୦୨୧ ମସିହା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି।

ନାଇଜର, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ସୁଧାକର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିପିୟୁଟିର ପୂର୍ବତନ କୁଳପତି ପ୍ରଫେସର (ଡକ୍ଟର) ଓମ୍‌କାରନାଥ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସାହିତ୍ୟିକ ବିଜୟ ଦାଶ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମକୁ ସି.ଭି. ରମଣ ଆୱାର୍ଡ ସିଲେକ୍ସନ୍ ବୋର୍ଡର ଅଧ୍ୟକ୍ଷ ପ୍ରଫେସର (ଡକ୍ଟର) ଜୟକୃଷ୍ଣ
ପାଣିଗ୍ରାହୀ ପରିଚାଳନା କରିଥିଲେ।

ଅଶୋକ ମହାପାତ୍ର ସି.ଭି. ରମଣ ବିଜ୍ଞାନ ରତ୍ନ ସୋଆ କୁଳପତି
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତରେ ନିର୍ବାଚନ ଚୋରି ହେଉଛି’: ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଉପରେ ଧର୍ମେନ୍ଦ୍ର ପ୍ରଧାନ କଲେ ପାଲଟା ଆକ୍ରମଣ

July 23, 2025

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ତୃତୀୟ ଦିନରେ ମଧ୍ୟ ଚାଲିପାରିଲା ନାହିଁ ରାଜ୍ୟସଭା ଓ ଲୋକସଭା, ଜାଣନ୍ତୁ କଣ ଘଟିଲା

July 23, 2025

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉଦ୍ଧବ ଠାକରେ, ପୁଣି କଲେ ପ୍ରଶଂସା: ଏହା ଉପରେ କଂଗ୍ରେସ ନେତା ଦେଲେ ବଡ଼ ପ୍ରତିକ୍ରିୟା

July 23, 2025

୫ ବର୍ଷ ପରେ ଭାରତର ବଡ଼ ନିଷ୍ପତ୍ତି: ଆସନ୍ତାକାଲିଠାରୁ ଚୀନ୍ ନାଗରିକଙ୍କୁ ଭିସା ଦେବେ ସରକାର

July 23, 2025
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

July 23, 2025

‘ଭାରତରେ ନିର୍ବାଚନ ଚୋରି ହେଉଛି’: ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଉପରେ ଧର୍ମେନ୍ଦ୍ର ପ୍ରଧାନ କଲେ ପାଲଟା ଆକ୍ରମଣ

July 23, 2025

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ତୃତୀୟ ଦିନରେ ମଧ୍ୟ ଚାଲିପାରିଲା ନାହିଁ ରାଜ୍ୟସଭା ଓ ଲୋକସଭା, ଜାଣନ୍ତୁ କଣ ଘଟିଲା

July 23, 2025

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉଦ୍ଧବ ଠାକରେ, ପୁଣି କଲେ ପ୍ରଶଂସା: ଏହା ଉପରେ କଂଗ୍ରେସ ନେତା ଦେଲେ ବଡ଼ ପ୍ରତିକ୍ରିୟା

July 23, 2025

୫ ବର୍ଷ ପରେ ଭାରତର ବଡ଼ ନିଷ୍ପତ୍ତି: ଆସନ୍ତାକାଲିଠାରୁ ଚୀନ୍ ନାଗରିକଙ୍କୁ ଭିସା ଦେବେ ସରକାର

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.