Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରୋଇ ବସ ମାଲିକ ସଂଘର ଚେତାବନୀ: ଜୁଲାଇ ୧ରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ରହିବ ସେବା
ଆଜିର ଖବର

ଘରୋଇ ବସ ମାଲିକ ସଂଘର ଚେତାବନୀ: ଜୁଲାଇ ୧ରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ରହିବ ସେବା

June 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଘରୋଇ ବସ୍‌ ମାଲିକ ସଂଘ ବଡ ଚେତାବନୀ ଦେଇଛି। ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପରେ ସାରା ରାଜ୍ୟରେ ବସ୍‌ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଜୁଲାଇ ୧ ତାରିଖରୁ ଘରୋଇ ବସ୍‌ ସେବା ବନ୍ଦ କରିବାକୁ ସଂଘ ପକ୍ଷରୁ ଚେତାବନୀ ଦେଇଛି। ୯ ଦଫା ଦାବି ନେଇ ଘରୋଇ ବସ ମାଲିକ ସଂଘ ବସ୍‌ ଚଳାଚଳ ବନ୍ଦ ରଖିବାକୁ ଚେତାବନୀ ଦେଇଛି। ଏନେଇ ସଂଘର ସଭାପତି ସୂଚନା ଦେଇଛନ୍ତି।

ସଂଘର କଣ ରହିଛି ପ୍ରମୁଖ ଦାବୀ?:

୧- ବସ୍‌ର ପରମିଟ୍‌ ଗୁଡିକୁ ତୃତୀୟ ପକ୍ଷକୁ ହସ୍ତାନ୍ତର ନକରିବା।

୨- ବସ୍‌ ଗୁଡିକୁ ସ୍ଥାୟୀ ପରମିଟ୍‌ ନଦେବା।

୩- କୋଭିଡ୍‌ ସମୟରେ ବସ୍‌ ମାଲିକମାନଙ୍କୁ ଋଣ ଯୋଗାଇ ଦେବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ ନକରିବା।

୪- ଯାତ୍ରୀବାହୀ ବସ୍‌ ଗୁଡିକରେ ହାଇସ୍ୟୁକ୍ୟୁରିଟି ନମ୍ବର ପ୍ଲଟ୍‌ ଲଗାଇବା ନିଷ୍ପତ୍ତି ପ୍ରତ୍ୟାହାର କରିବା

୫- ଜାତୀୟ ରାଜପଥ ଉପରେ ଯାତ୍ରୀ ଓହ୍ଲାଇବା ଓ ଚଢାଇବା ପାଇଁ ସରକାର କୌଣସି ସ୍ଥାନ ନଦେବା

ତେବେ ଜୁନ୍‌ ୩୦ ତାରିଖ ମଧ୍ୟରାତ୍ର ସୁଦ୍ଧା ଯଦି ରାଜ୍ୟ ସରକାର ଏ ସମସ୍ତ ଦାବି ପୂରଣ ନକରନ୍ତି, ତେବେ ରାଜ୍ୟର ୧୪ ହଜାର ଘରୋଇ ବସ୍‌ ଅନିର୍ଦ୍ଧିଷ୍ଟ କାଳ ପାଇଁ ଜୁଲାଇ ୧ ତାରିଖରୁ ଅଖଚକ ବନ୍ଦ କରିବ ବୋଲି ସଂଘ ସଭାପତି ଚେତାବନୀ ଦେଇଛନ୍ତି।

ଅନିର୍ଦ୍ଧିଷ୍ଟ କାଳ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Latest News

ରାଶିଫଳ: ଆଜି ୬ ଫେବୃୟାରୀ ଶୁକ୍ରବାରରେ ଏହି ରାଶିଗୁଡିକର ରହିଛି ରାଜାଯୋଗ, ଚମକିବ ଭାଗ୍ୟ

February 6, 2026

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.