Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି ହେଲା ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ ସେବା
ଆଜିର ଖବର

ଜୁଲାଇ ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି ହେଲା ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ ସେବା

June 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ, 05870/05869 ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ ସେବାକୁ ରଙ୍ଗପଡ଼ା ନର୍ଥ ଠାରୁ 25 ଜୁଲାଇ 2022 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବାବେଳେ ପୁରୀ ଠାରୁ ଏହାର ସେବାକୁ 27 ଜୁଲାଇ 2022 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଅଛି। ଏହି ଟ୍ରେନ ପାଇଁ ସ୍ଥିରୀକୃତ ଷ୍ଟେସନ ଓ ସମୟ ସାରଣୀରେ କୌଣସି ପରିବର୍ତନ କରାଯାଇ ନାହିଁ।

ଏହା ବ୍ୟତୀତ, ଟ୍ରେନଗୁଡିକର ଉନ୍ନତ ଗତି ଏବଂ ଉଭୟ ଯାତ୍ରୀ ଏବଂ ଟ୍ରେନର ନିରାପତ୍ତା ପାଇଁ ସଂପୃକ୍ତ କେତେକ ରେଳ ସେକ୍ସନ ମଧ୍ୟରେ ଜରୁରୀ ଟ୍ରାକ୍ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଉଭୟ ପାର୍ଶ୍ୱରୁ 18 ଏବଂ 19 ଜୁନ, 2022 ରେ ନିମ୍ନଲିଖିତ ଟ୍ରେନ୍ଗୁଡ଼ିକୁ ବାତିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍ ଗୁଡିକ ହେଉଛି…

A. 18301/18302 ସମ୍ବଲପୁର-ରାୟଗଡା-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ।

B. 18303/18304 ସମ୍ବଲପୁର-ପୁରୀ-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ।

C. 22820/22819 ବିଶାଖାପାଟନମ୍-ଭୁବନେଶ୍ୱର-ବିଶାଖାପାଟନମ୍ ଇଣ୍ଟର ସିଟି ଏକ୍ସପ୍ରେସ।

D. 18532/18531 ବିଶାଖାପାଟନମ୍-ପଲାସା-ବିଶାଖାପାଟନମ୍ ଏକ୍ସପ୍ରେସ୍।

E. 08546/08545 ବିଶାଖାପାଟନମ୍-କୋରାପୁଟ-ବିଶାଖାପାଟନମ୍ ପାସେଞ୍ଜର ସ୍ପେଶାଲ

F. 18417/18418 ପୁରୀ-ଗୁଣୁପୁର-ପୁରୀ ଏକ୍ସପ୍ରେସ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026
Latest News

ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣ ବାତିଲ କଲେ ଟ୍ରମ୍ପ

June 12, 2026

ଦେବାଶିଷ ସାମନ୍ତରାୟ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

June 12, 2026

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.