Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗ୍ନିପଥ ଯୋଜନା ବିରୋଧରେ ବିକ୍ଷୋଭ ଜାରି, ଟ୍ରେନ ଉପରକୁ ପଥର ଫିଙ୍ଗିଲେ ଛାତ୍ର
ଆଜିର ଖବର

ଅଗ୍ନିପଥ ଯୋଜନା ବିରୋଧରେ ବିକ୍ଷୋଭ ଜାରି, ଟ୍ରେନ ଉପରକୁ ପଥର ଫିଙ୍ଗିଲେ ଛାତ୍ର

June 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା: ଅଗ୍ନିପଥ ଯୋଜନା ବିରୋଧରେ ଦ୍ୱିତୀୟ ଦିନ ପାଇଁ ବିରୋଧ ଜାରି ରହିଛି। ବିଶେଷକରି ବିହାରରେ ଯୁବକମାନେ ଏହି ଯୋଜନାକୁ ବିରୋଧ କରୁଛନ୍ତି। ବୁଧବାର ଦିନ ବିହାରର ମୁଜାଫରପୁର, ଆରା, ବକ୍ସର, ବେଗୁସରାଇରେ ବିରୋଧ ପ୍ରଦର୍ଶନ କରାଯାଇଥିଲା।

ଏଥି ସହିତ ଗୁରୁବାର ଦିନ ରାଜ୍ୟର ଜହାନାବାଦରେ ପ୍ରଦର୍ଶନ ଖବର ସାମ୍ନାକୁ ଆସୁଛି। ଏଠାରେ ଯୁବକମାନେ ଅଗ୍ନିପଥ ଯୋଜନାକୁ ବିରୋଧ କରି କାକୋ ମୋଡ ନିକଟରେ ନିଆଁ ଲଗାଇ ଏନଏଚ-୮୩ ଏବଂ ଏନଏଚ-୧୧୦ କୁ ଅବରୋଧ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଉଛନ୍ତି। ଏଠାରେ ପାଟନା-ଗୟା ରେଳ ଲାଇନରେ କିଛି ଯୁବକ ମଧ୍ୟ ବିରୋଧ କରୁଛନ୍ତି, ଯାହାଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଅଗ୍ନିପଥ ଯୋଜନା ପାଟନା ବକ୍ସର ବିକ୍ଷୋଭ ବେଗୁସରାଇ ମୁଜାଫରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.