Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: ଅଗ୍ନିପଥ ଯୋଜନାରେ ନିଯୁକ୍ତି ବୟସ ସୀମା ୨୩ ବର୍ଷକୁ ବୃଦ୍ଧି
ଆଜିର ଖବର

BREAKING: ଅଗ୍ନିପଥ ଯୋଜନାରେ ନିଯୁକ୍ତି ବୟସ ସୀମା ୨୩ ବର୍ଷକୁ ବୃଦ୍ଧି

June 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅଗ୍ନିପଥ ଯୋଜନାରେ ନିଯୁକ୍ତି ବୟସ ସୀମାକୁ ୨୩ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୨୦୨୨ ବର୍ଷ ପାଇଁ ବୟସସୀମା ସମ୍ପ୍ରସାରଣ କରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି ।

ପୂର୍ବରୁ ଅଗ୍ନିପଥ ଯୋଜନା ଅଧୀନରେ ସେନାବାହିନୀରେ ଯୁବକମାନଙ୍କ ନିଯୁକ୍ତି ନିମନ୍ତେ ନୂଆ ପ୍ରାର୍ଥୀଙ୍କ ପାଇଁ ବୟସ ସୀମା ୧୭ ବର୍ଷ ୬ ମାସରୁ ୨୧ ବର୍ଷ ମଧ୍ୟରେ ନିର୍ଦ୍ଧାରଣ କରାଯାଇଥିଲା ।

ତେବେ ବିଗତ ଦୁଇ ବର୍ଷ ହେବ ସେନାବାହିନୀରେ ନିଯୁକ୍ତି ପ୍ରକ୍ରିୟା କାର୍ଯ୍ୟକାରୀ କରିବା ସମ୍ଭବପର ହୋଇପାରି ନଥିବାରୁ ସରକାର ଗୋଟିଏ ବର୍ଷ ପାଇଁ ବୟସସୀମା କୋହଳ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି । ତଦନୁଯାୟୀ, ଅଗ୍ନିପଥ ଯୋଜନାରେ ୨୦୨୨ ବର୍ଷ ପାଇଁ ପ୍ରସ୍ତାବିତ ଅଗ୍ନିବୀରଙ୍କ ନିଯୁକ୍ତି ନିମନ୍ତେ ବୟସସୀମା ୨୩ ବର୍ଷକୁ ବୃଦ୍ଧି କରାଯାଇଛି ।

ଅଗ୍ନିପଥ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Latest News

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.