Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଝାରକୁ ବିଶ୍ବ ଆତଙ୍କବାଦୀ ଘୋଷଣା ଭାରତ ପାଇଁ ଲାଭଦାୟକ ନୁହେଁ : ଦିଗ୍‌ବିଜୟ
ଆଜିର ଖବର

ଆଝାରକୁ ବିଶ୍ବ ଆତଙ୍କବାଦୀ ଘୋଷଣା ଭାରତ ପାଇଁ ଲାଭଦାୟକ ନୁହେଁ : ଦିଗ୍‌ବିଜୟ

May 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ମାସୁଦ୍‌ ଆଝାରକୁ ବିଶ୍ବ ଆତଙ୍କବାଦୀ ଘୋଷଣା ଉପରେ ପ୍ରଶ୍ନ ଉଠାଇଛନ୍ତି । ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବନ୍ଧୁତ୍ବ ଅତ୍ୟନ୍ତ ନିବିଡ ଏପରି ସ୍ଥଳେ ବିଶ୍ବ ଆତଙ୍କବାଦୀ ଘୋଷଣା କୌଣସି ପ୍ରଭାବ ପକାଇବ ନାହଁ ବୋଲି ଦିଗ୍‌ବିଜୟ କହିଛନ୍ତି । ସୂଚନାଯୋଗ୍ୟ ଯେ, ଗତକାଲି ମିଳିତ ଜାତିସଂଘ ପକ୍ଷରୁ ଜୈସ ଏ ମହମ୍ମଦ ମୁଖ୍ୟ ମାସୁଦ ଆଝାରକୁ ବିଶ୍ବ ଆତଙ୍କବାଦୀ ଘୋଷଣା କରାଯାଇଥିଲା । ଦାଉଦ୍‌ ଇବ୍ରାହିମ୍‌, ମାସୁଦ୍‌ ଆଝାର ଏବଂ ହଫିଜ୍‌ ସଇଦ୍‌ଙ୍କୁ ତୁରନ୍ତ ଭାରତକୁ ପ୍ରତ୍ୟର୍ପଣ କରାଯିବା ଉଚିତ୍‌ ବୋଲି ଭୋପାଳରେ ଏକ ନିର୍ବାଚନୀ ରାଲିରେ କହିଛନ୍ତି ଦିଗ୍‌ବିଜୟ । ଆଝାର ଉପରେ ବିଶ୍ବ ସମୁଦାୟର ବାସନ୍ଦାଦେଶକୁ କଂଗ୍ରେସ ସ୍ବାଗତ କରୁଛି ଏବଂ ସରକାର ବର୍ତ୍ତମାନ ଆଝାର ଉପରେ ପୁରସ୍କାର ରାଶି ଘୋଷଣା କରିବା ଉଚିତ୍‌ ବୋଲି କହିଛନ୍ତି ଦିଗ୍‌ବିଜୟ । ଉଲ୍ଲେଖଯୋଗ୍ୟ ଯେ, ପୁଲଓ୍ବାମାରେ ଫେବୃୟାରୀ ମାସରେ ହୋଇଥିବା ଆକ୍ରମଣରେ ୪୦ ଭାରତୀୟ ଯବାନ୍ପ୍ରା‌ଣ ହରାଇଥିଲେ ଏହି ଆକ୍ରମଣରେ ଆଝାର ସମ୍ପୃକ୍ତ ଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.