Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫନି ପାଇଁ ପ୍ରଭାବିତ ଅଞ୍ଚଳରେ +୨ ଖାତା ମୂଲ୍ୟାୟନ ବନ୍ଦ
ଆଜିର ଖବର

ଫନି ପାଇଁ ପ୍ରଭାବିତ ଅଞ୍ଚଳରେ +୨ ଖାତା ମୂଲ୍ୟାୟନ ବନ୍ଦ

May 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅତି ଭୟଙ୍କର ଘୂର୍ଣ୍ଣିଝଡ଼ ‘ଫାନି’ ଓଡ଼ିଶା ନିକଟତର ହେଉଛି । ଏହା ପୁରୀଠାରୁ ୩୬୦କିମି ଦୂରରେ ରହିଛି। କାଲି ସକାଳ ୧୦ଟାରୁ ୧୨ଟା ମଧ୍ୟରେ ଏହା ପୁରୀ ପାଖାପାଖି ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ଜୋରରେ ପବନ ବହିବ । ଏଥିପାଇଁ ରାଜ୍ୟ ପ୍ରଶାସନ ଏହାର ମୁକାବିଲା କରିବା ପାଇଁ ନିଜକୁ ପ୍ରସ୍ତୁତି କରିଛି  । ରାଜ୍ୟରେ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରାଯାଇଥିବାବେଳେ  +୨ ଖାତା ମୂଲ୍ୟାୟନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି  । ପ୍ରଭାବିତ ଜିଲ୍ଲାରେ ଖାତାଦେଖା ବନ୍ଦ ରହିବ ବୋଲି ନିର୍ଦ୍ଦେଶ ରହିଥିବବେଳେ ୪ ତାରିଖ ପରେ ଅବସ୍ଥା ଦେଖି ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି ଉପପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ଦାସ ସୂଚନା ଦେଇଛନ୍ତି । ସେହିପରି ରାଜ୍ୟରେ ୧୦୮ ଆମ୍ବୁଲାନ୍ସ ସେବାର ନିରବଚ୍ଛିନ୍ନ ସେବା ଯୋଗାଇ ଦେବା ଲାଗି ପ୍ରସ୍ତୁତ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.