Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କୋଭିଡ ମାମଲାରେ ୨୩.୪ ପ୍ରତିଶତ ଲମ୍ଫ, ଗତ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଭାରତରେ କୋଭିଡ ମାମଲାରେ ୨୩.୪ ପ୍ରତିଶତ ଲମ୍ଫ, ଗତ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ ଆକ୍ରାନ୍ତ ଚିହ୍ନଟ

June 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ସମୁଦାୟ ୧୨ ହଜାର ୨୪୯ ଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ତୁଳନାରେ ଏହା ୨୩.୪ ପ୍ରତିଶତ ଅଧିକ। ଗତକାଲି ମୋଟ ୯ ହଜାର ୯୨୩ ଟି ନୂଆ ମାମଲା ରିପୋର୍ଟ ହୋଇଥିଲା। ଏହା ସହିତ ଦେଶରେ ସଂକ୍ରମିତ କୋଭିଡ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୪ କୋଟି ୩୩ ଲକ୍ଷ ୩୧ ହଜାର ୬୪୫ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ କୋଭିଡ ଯୋଗୁଁ ମୋଟ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କୋଭିଡ କାରଣରୁ ମୋଟ ୫ ଲକ୍ଷ ୨୪ ହଜାର ୯୦୩ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସାରା ଦେଶରେ ସକ୍ରିୟ ମାମଲା ୮୧ ହଜାର ଅତିକ୍ରମ କରିଛି। ବର୍ତ୍ତମାନ ଦେଶରେ ୮୧ ହଜାର ୬୮୭ ସକ୍ରିୟ ମାମଲା ପଞ୍ଜିକୃତ ହୋଇଛି।

ଆକ୍ରାନ୍ତ ଚିହ୍ନଟ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ କୋଭିଡ ମାମଲା ଭାରତ ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.