Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଆଜିର ଖବର

ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

June 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡଙ୍କୁ ସାକ୍ଷାତ କରିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଏମ ଭେଙ୍କେୟାନାଇଡୁ। ସେ ଦିଲ୍ଲୀରେ ପହଁଞ୍ଚିବା ପରେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଉପରାଷ୍ଟ୍ରପତି ଭବନ ଯାଇ ସେଠାରେ ନାଇଡୁ ସାକ୍ଷାତ କରିଥିଲେ।

ଉପରାଷ୍ଟ୍ରପତିଙ୍କ ଅଫିସରୁ ଟୁଇଟି କରି ଏହି ସୂଚନା ଦିଆଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହିତ ସାକ୍ଷାତ କଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ।

 

ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.