Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଭବନରୁ ସଂସଦ ଭବନରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ଭରିବେ ନାମାଙ୍କନ
ଆଜିର ଖବର

ଓଡିଶା ଭବନରୁ ସଂସଦ ଭବନରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ଭରିବେ ନାମାଙ୍କନ

June 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଭବନରୁ ସଂସଦ ଭବନରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ଭରିବେ ନାମାଙ୍କନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ସଂସଦ ଭବନରେ ପହଞ୍ଚିଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ କଡା ସୁରକ୍ଷା ମଧ୍ୟରେ ଦିନ 11ଟା 30ରୁ ଓଡିଶା ଭବନରୁ ବାହାରି ସଂସଦ ଅଭିମୁଖେ ଯାଇଥିଲେ। ସେଠାରେ ବିଜେପିର ବରିଷ୍ଠ ନେତା ଓ ମନ୍ତ୍ରୀ ତାଙ୍କୁ ସ୍ବାଗତ କରିଥିଲେ।

ଆଜି ଦିନ 12ଟା 30 ମିନଟରେ ସେ ପ୍ରାର୍ଥୀପତ୍ର ଦାଖଲ କରିବେ। ତାଙ୍କ ନାମାଙ୍କନ ପତ୍ରରେ 50 ଜଣ ପ୍ରସ୍ତାବକ ରହିଛନ୍ତି। ଏଥିରେ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ପ୍ରସ୍ତାବକ ଅଛନ୍ତି। ଦ୍ରୌପଦୀ ରାଜ୍ୟସଭାର ମହାସଚିବଙ୍କ ନିକଟରେ ଏହି ପ୍ରାର୍ଥୀପତ୍ର ଦାଖଲ କରିବେ। ଏଥିରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଓଡିଶାର ଦୁଇ ମନ୍ତ୍ରୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ।

Draupadi Murmu ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026
Latest News

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026

ଜୟଦେବ ଭବନରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.