Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ ମାସରେ କରୋନା ମାମଲାରେ ସବୁଠାରୁ ବଡ ଲମ୍ଫ, ୨୪ ଘଣ୍ଟାରେ ୧୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

୪ ମାସରେ କରୋନା ମାମଲାରେ ସବୁଠାରୁ ବଡ ଲମ୍ଫ, ୨୪ ଘଣ୍ଟାରେ ୧୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

June 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ମହାମାରୀ ହେତୁ ଦୁନିଆର ଅନେକ ଦେଶରେ ଲଢେଇ ଜାରି ରହିଛି। ଭାରତରେ ମଧ୍ୟ କରୋନା ମାମଲା ଯଥେଷ୍ଟ ବୃଦ୍ଧି ପାଇଛି। ଦେଶରେ କରୋନା ସଂକ୍ରମଣର ବୃଦ୍ଧି ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ହଜାର ୩୩୬ ଆକ୍ରାନ୍ତ ଚିହ୍ନଟ ହୋଇଛି। କରୋନାର ସକ୍ରିୟ ମାମଲା ସଂଖ୍ୟା ୮୮ ହଜାର ୨୮୪ କୁ ବୃଦ୍ଧି ପାଇଛି। ଗତ ୪ ମାସ ମଧ୍ୟରେ କରୋନା ମାମଲାରେ ଏହା ହେଉଛି ସବୁଠାରୁ ବଡ ବୃଦ୍ଧି।

ଗୁରୁବାର ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ୪ ହଜାର ୨୯୪ ଟି ବୃଦ୍ଧି ଘଟିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ଆହୁରି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ଏହି ୧୩ ଜଣଙ୍କ ମୃତ୍ୟୁ ପରେ ମୋଟ ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୫୪ କୁ ବୃଦ୍ଧି ପାଇଛି।

ଆକ୍ରାନ୍ତ ଚିହ୍ନଟ କରୋନା ମାମଲା ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026
Latest News

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ବରିଷ୍ଠ ନାଗରିକ FD ହାର: କେଉଁ ବ୍ୟାଙ୍କ କେତେ ରିଟର୍ଣ୍ଣ ପ୍ରଦାନ କରୁଛନ୍ତି, ଦେଖନ୍ତୁ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.