Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ ୨୯ରେ ହେବ ଆସନ୍ତା ବଜେଟ୍‌ ଅଧିବେଶନ ନେଇ ସର୍ବଦଳୀୟ ବୈଠକ
ଆଜିର ଖବର

ଜୁନ ୨୯ରେ ହେବ ଆସନ୍ତା ବଜେଟ୍‌ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

June 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୁନ ୨୯ରେ ହେବ ଆସନ୍ତା ବଜେଟ୍‌ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ ତାରିଖରୁ ଆରମ୍ଭ ହେବାକୁ ଥିବା ବଜେଟ୍‌ ଅଧିବେଶନର ସୁପରିଚାଳନା ପାଇଁ ଚଳିତ ମାସ ୨୯ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବଜେଟ ଅଧିବେଶନର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସଂପାଦିତ କରିବା ପାଇଁ ସବୁ ଦଳର ନେତୃମଣ୍ଡଳୀଙ୍କଠାରୁ ସହଯୋଗ କାମନା କରାଯିବ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି।

ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ସଂକ୍ରମଣ ଦେଖାଦେଲାଣି । ସର୍ବଦଳୀୟ ବୈଠକରେ ଏ ବିଷୟରେ ମଧ୍ୟ ଆଲୋଚନା କରାଯିବ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି ।

ବଜେଟ ଅଧିବେସନ ବିଧାନସଭା ସର୍ବଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Latest News

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଦେଶର ପ୍ରମୁଖ ବିମାନବନ୍ଦରରେ ସୁରକ୍ଷା, ଇମିଗ୍ରେସନ୍ ଓ ଯାତ୍ରୀ ସୁବିଧା ଉପରେ ଗୃହମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.