Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ରୁତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦ୍ରୁତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ

June 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୯୪୦ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଏଭଳି ପରିସ୍ଥିତିରେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର ୭୭୯ରେ ପହଞ୍ଚିଛି। ଯଦି ଆମେ ଗତ ୨୪ ଘଣ୍ଟାର ଆକଳନକୁ ଦେଖିବା, ସମଗ୍ର ଦେଶରେ କରୋନା ସଂକ୍ରମଣ ହେତୁ ୨୦ ଜଣଙ୍କର ମୃତ୍ୟୁ ଘଟିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୪୨୫ ରୋଗୀ କରୋନାକୁ ପରାସ୍ତ କରିଥିବା ବେଳେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪ କୋଟି ୨୭ ଲକ୍ଷ ୬୧ ହଜାର ୪୮୧ କୁ ବୃଦ୍ଧି ପାଇଛି।

ଆକ୍ରାନ୍ତ ଚିହ୍ନଟ କରୋନା ସଂକ୍ରମଣ ନୂଆ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026
Latest News

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ଯାତ୍ରୀ ଆୟ ଓ ଟିକେଟ୍ ବୁକିଂରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ଅଭିବୃଦ୍ଧି

October 15, 2026

SIR ବିବାଦ ମଧ୍ୟରେ ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି: ୧୭ ଟି ରାଜ୍ୟ ପାଇଁ ନେଲେ ଏହି ପଦକ୍ଷେପ

October 15, 2026

ସୋଆକୁ ବଡ଼ ଗୌରବ: ଷ୍ଟାନଫୋର୍ଡ ତାଲିକାରେ ସୋଆର ୩୮ ଗବେଷକ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.