Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡ଼ ଜିଲ୍ଲା ପୋଲିସ ବିଭାଗରେ ଅଦଳ ବଦଳ, ଦେଖନ୍ତୁ ତାଲିକା
ଆଜିର ଖବର

ନୟାଗଡ଼ ଜିଲ୍ଲା ପୋଲିସ ବିଭାଗରେ ଅଦଳ ବଦଳ, ଦେଖନ୍ତୁ ତାଲିକା

June 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
nayagada police
nayagada police

ନୟାଗଡ଼: ଖୋର୍ଦ୍ଧା ଜିଲ୍ଲା ପରେ ଏବେ ନୟାଗଡ଼ ଜିଲ୍ଲା ପୋଲିସ ବିଭାଗରେ ଛୋଟ ଧରଣର ଅଦଳ ବଦଳ ହୋଇଛି। ଜିଲ୍ଲାର ବିଭିନ୍ନ ଥାନାର ଆଇଆଇସିଙ୍କ ବଦଳି ସମେତ ନୂତନ ଭାବେ ପଦୋନ୍ନତି ପାଇଥିବା ଇନ୍ସପେକ୍ଟରଙ୍କୁ ଥାନାରେ ନିଯୁକ୍ତି ଦିଆଯାଇଛି। ଜିଲ୍ଲା ଏଷ୍ଟାବ୍ଲିସମେଣ୍ଟ ବୋର୍ଡର ମୁଖ୍ୟ ତଥା ଏସପି ଅଲେଖ ଚନ୍ଦ୍ର ପହିଙ୍କ ନିଷ୍ପତ୍ତିକ୍ରମେ ଉକ୍ତ ବଦଳି ହୋଇଛି।

ବଦଳି ତାଲିକା:

ବାଣିଗୋଛା ଥାନା ଆଇଆଇସି ମୁକେଶ କୁମାର ବେହେରାଙ୍କୁ ଚାନ୍ଦପୁର ଥାନା, ଇଟାମାଟି ଥାନା ଆଇଆଇସି ରମେଶ କୁମାର ଦେବତାଙ୍କୁ ଖଣ୍ଡପଡ଼ା ଥାନା, ଖଣ୍ଡପଡ଼ା ଥାନା ଆଇଆଇସି ବିଶ୍ବଜିତ ରାଉତରାୟଙ୍କୁ ଇଟାମାଟି ଥାନା, ଆଇଆଇସି ସଞ୍ଜୟ କୁମାର ମଲ୍ଲିକଙ୍କୁ ବାଣିଗୋଛା ଥାନା, ନୂଆଗାଁ ଥାନା ଆଇଆଇସି ବସନ୍ତ କୁମାର ସାହୁଙ୍କୁ ଦଶପଲ୍ଲା ଥାନାକୁ ବଦଳି କରାଯାଇଥିବା ବେଳେ ନୂତନ ଇନ୍ସପେକ୍ଟର ପୁଷ୍ପଲତା ବେହେରାଙ୍କୁ ନୂଆଗାଁ ଥାନାର ଆଇଆଇସି ଭାବେ ନିଯୁକ୍ତ କରାଯାଇଛି। ସମସ୍ତ ଅଧିକାରୀ ମାନେ ତୁରନ୍ତ ନୂତନ ସ୍ଥାନରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ରହିଛି।

ଅଦଳ ବଦଳ ଅଲେଖ ଚନ୍ଦ୍ର ପହି ଚାନ୍ଦପୁର ଥାନା ନୟାଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026
Latest News

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ ଖିଲେ ସରକାର?

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.