Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମାମଲାରେ ୪୫% ବୃଦ୍ଧି, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ହଜାରରୁ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ମାମଲାରେ ୪୫% ବୃଦ୍ଧି, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ହଜାରରୁ ଆକ୍ରାନ୍ତ ଚିହ୍ନଟ

June 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୁଣିଥରେ ଭାରତରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ହଜାର ୭୩ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହା ସହିତ କରୋନା ସଂକ୍ରମଣ ହେତୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆହୁରି ୨୧ ଜଣ ପ୍ରାଣ ହରାଇଛନ୍ତି। ତେବେ ଦେଶରେ କରୋନା କାରଣରୁ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୨୦ କୁ ବୃଦ୍ଧି ପାଇଛି। ଗତକାଲି ୧୧ ହଜାର ୭୩୯ ଟି ନୂଆ କରୋନା ମାମଲା ରୁଜୁ ହୋଇଥିଲା।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସକ୍ରିୟ ମାମଲା ୯୪ ହଜାର ୪୨୦ କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ରବିବାର ଦିନ, କରୋନାର ସକ୍ରିୟ ମାମଲା ସଂଖ୍ୟା ୯୨ ହଜାର ୫୭୬ ଥିଲା।

ଆକ୍ରାନ୍ତ ଚିହ୍ନଟ କରୋନା ମାମଲା କରୋନା ସଂକ୍ରମଣ ସକ୍ରିୟ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026
Latest News

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.