Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକ କଲେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ
ଆଜିର ଖବର

ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକ କଲେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ

June 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକ କଲେ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ

ଭୁବନେଶ୍ବର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଊଷା ଦେବୀଙ୍କ ଅଧ୍ୟକ୍ଷତାରେ ଗତକାଲି ପୁରୀର ପୂର୍ତ୍ତ ଅତିଥି ନିବାସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ପରିପ୍ରେକ୍ଷୀରେ ଜନସାଧାରଣ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଇଛି।

ଭକ୍ତମାନଙ୍କ ସୁବିଧା ନିମନ୍ତେ ଶ୍ରୀଗୁଣ୍ଡିଚାଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ପୁରୀ ସହରରେ ଉତ୍ତମ ପରିମଳ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇଁ ନିରବଚ୍ଛିନ୍ନ ପାନୀୟ ଜଳ ବ୍ୟବସ୍ଥା, ଜଳ ନିଷ୍କାସନ, ପରିମଳ ପରିଚ୍ଛନ୍ନତା, ରଥଯାତ୍ରା ପରିଚାଳନା ସମୟରେ ଯାତ୍ରୀମାନଙ୍କର ସୁବିଧା ପାଇଁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ମନ୍ତ୍ରୀ ଶ୍ରୀମତୀ ଊଷା ଦେବୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ପୁରୀଠାରେ ଯାନବାହନର ପାର୍କିଂ ସ୍ଥଳ ପରିଦର୍ଶନ କରି ସେସବୁର ତଦାରଖ କରିଥିଲେ। ରଥଯାତ୍ରା ପରିପ୍ରେକ୍ଷୀରେ ବିଭାଗୀୟ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ,ପୁରୀ ଶ୍ରୀ ମନୋଜ କୁମାର ବେହେରା , ଜେନେରାଲ ମ୍ୟାନେଜର,ୱାଟ୍‌କୋ ଶ୍ରୀ ଶରତ ଚନ୍ଦ୍ର ମିଶ୍ରଙ୍କ ସମେତ ବିଭାଗୀୟ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Latest News

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ଆଜି ଜୁନ୍ ୨୮ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.