Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜିର ଖବର

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

June 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

ରାଜ୍ୟର ୨୦ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ ସତର୍କତା ଜାରି କରାଯାଇଛି। ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଘଡ଼ଘଡ଼ି ସହ ବର୍ଷା ପ୍ରବଳ ବର୍ଷା ସମ୍ଭାବନା ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026
Latest News

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.