Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ, ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ
ଆଜିର ଖବର

ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ, ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

July 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ, ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଆଜି ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ପଂଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ବଜେଟ୍ ପରିବର୍ତ୍ତେ ୪ମାସିଆ କାମଚଳା ବଜେଟକୁ ଗତ ମାର୍ଚ୍ଚ ମାସରେ ଗୃହରେ ଅନୁମୋଦନ କରାଯାଇଥିଲା।

ଆଜି ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ଚଳିତବର୍ଷର ବଜେଟ ପରିମାଣ ପ୍ରଥମ ଥର ପାଇଁ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଇଛି।

ବଜେଟ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026
Latest News

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.