ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୩୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୩
ବରଗଡ ଜିଲ୍ଲାରୁ- ୩
ଭଦ୍ରକ ଜିଲ୍ଲାରୁ- ୫
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୩୫
ଦେବଗଡ ଜିଲ୍ଲାରୁ- ୩
ଜଗତସିଂହପୁର ଜିଲ୍ଲାରୁ- ୨
ଯାଜପୁର ଜିଲ୍ଲାରୁ- ୨
ଝାରସୁଗୁଡା ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୯୯
ମାଲକାନଗିରି ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୧
ନୂଆପଡା ଜିଲ୍ଲାରୁ- ୮
ପୁରୀ ଜିଲ୍ଲାରୁ- ୫
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୧୦
ସୋନପୁର ଜିଲ୍ଲାରୁ- ୬
ସୁନ୍ଦରଗଡ ଜିଲ୍ଲାରୁ- ୧୨
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୦ ହଜାର ୧୯୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୯୭୮ ଏବଂ ବର୍ତ୍ତମାନ ୧୦୩୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।