Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକ୍‌ ଦର୍ଘା ସାମ୍ନାରେ ବିସ୍ଫୋରଣ : 4 ମୃତ, 20 ଆହତ
ଆଜିର ଖବର

ପାକ୍‌ ଦର୍ଘା ସାମ୍ନାରେ ବିସ୍ଫୋରଣ : 4 ମୃତ, 20 ଆହତ

May 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
4 dead in sufi shrine attack
4 dead in sufi shrine attack

ପାକିସ୍ତାନର ଏକ ଦର୍ଘା ସମ୍ମୁଖରେ ଘଟିଥିବା ଭୟାନକ ବିସ୍ଫୋରଣରେ 4 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟୁନ 20ରୁ ଅଧିକ ଆହତ ହୋଇଛନ୍ତି । ପାକିସ୍ତାନର ଲାହୋରରେ ଏକ ଦର୍ଘା ସାମ୍ନାରେ ଏହି ବିସ୍ଫୋରଣ ଘଟିଛି । ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରମଦାନ ଉପବାସ ଚାଲିଥିବାରୁ ଦର୍ଘା ସମ୍ମୁଖରେ ଭିଡ ପରିଲକ୍ଷିତ ହୋଇଥିଲା । ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି । ଦକ୍ଷିଣ ଏସିଆର ଅନ୍ୟତମ ପୁରାତନ ଦର୍ଘା ଦାତା ଦରବାରର ମହିଳା ମାନଙ୍କ ପ୍ରବେଶ ପଥ ନିକଟରେ ଏହି ବିସ୍ଫୋରଣ ହୋଇଥିଲା । ପ୍ରାରମ୍ଭିକ ଭାବରେ ମୃ୍ତ୍ୟୁ ସଂଖ୍ୟା 4 କୁହାଯାଇଥିଲେ ମଧ୍ୟ ଅନେକ ଆହତ ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି କୁହାଯାଉଛି । ଉଲ୍ଲେଖଯୋଗ୍ୟ ଯେ, 11ଶହ ଶତାବ୍ଦୀର ଏହିତ ଐତିହାସିକ କୀର୍ତ୍ତିରାଜି ଉପରେ ପୂର୍ବରୁ 2010ରେ ମଧ୍ୟ ଆତ୍ମଘାତୀ ଆକ୍ରମଣ ହୋଇଥିଲା ଯାହାଦ୍ବାରା 40ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Latest News

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026

ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.