Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ବିଧାନସଭା ଫ୍ଲୋର ଟେଷ୍ଟ: ସଂଖ୍ୟା ଗରିଷ୍ଠତା ପ୍ରମାଣ କଲେ ସିନ୍ଦେ ସରକାର
ଆଜିର ଖବର

ମହାରାଷ୍ଟ୍ର ବିଧାନସଭା ଫ୍ଲୋର ଟେଷ୍ଟ: ସଂଖ୍ୟା ଗରିଷ୍ଠତା ପ୍ରମାଣ କଲେ ସିନ୍ଦେ ସରକାର

July 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
maharastra assembly
ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

ମୁମ୍ବାଇ: ଆଜି ଆସ୍ଥା ଭୋଟ୍ ରେ ଏକନାଥ ସିନ୍ଦେ ସରକାର ସଂଖ୍ୟାଗରିଷ୍ଠତା ପ୍ରମାଣ କରିଛି। ବିଧାନସଭାରେ ୧୬୪ ଜଣ ବିଧାୟକ ସମର୍ଥନ କରିଥିବା ସୂଚନା ରହିଛି। ଏହି ସମୟରେ ବାଚସ୍ପତିଙ୍କ ଭୋଟ୍ ଗଣନା କରାଯାଇ ନଥିଲା, ନଚେତ୍ ଏହି ଭୋଟ୍ ସଂଖ୍ୟା ୧୬୫ ହୋଇଥାନ୍ତା। ଏବେ ବିରୋଧୀ ଦଳରେ ମତଦାନ ଆରମ୍ଭ ହୋଇଛି।

ମହାରାଷ୍ଟ୍ରରେ ଆସ୍ଥା ଭୋଟ୍ ଉପରେ ମତଦାନ ଚାଲିଛି। ନୂତନ ବିଦ୍ରୋହୀ ସନ୍ତୋଷ ବାଙ୍ଗର ମଧ୍ୟ ସିନ୍ଦେ ସରକାରଙ୍କୁ ସମର୍ଥନ କରି ଭୋଟ୍ ଦେଇଛନ୍ତି। ୫ କଂଗ୍ରେସ ବିଧାୟକ ଅନୁପସ୍ଥିତ ଅଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ମହାରାଷ୍ଟ୍ର ବିଧାନସଭାରେ ମୋଟ ସଦସ୍ୟଙ୍କ ସଂଖ୍ୟା ୨୮୮ ରହିଛି। ସେଥିପାଇଁ ସିନ୍ଦେ ସରକାରକୁ ସଂଖ୍ୟା ଗରିଷ୍ଠତା ପାଇଁ ୧୪୪ ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିଲା। କିନ୍ତୁ ବର୍ତ୍ତମାନ ସୂଚନା ଅନୁଯାୟୀ, ସିନ୍ଦେ ସରକାରକୁ ୧୬୪ ଖଣ୍ଡ ଭୋଟ ମିଳିଛି।

ଆସ୍ଥା ଭୋଟ୍ ଫ୍ଲୋର ଟେଷ୍ଟ ମହାରାଷ୍ଟ୍ର ବିଧାନସଭା ସଂଖ୍ୟା ଗରିଷ୍ଠତା ସିନ୍ଦେ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.