Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଜିର ଖବର

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

July 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୧୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୯୯ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୯ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା। ଭବାନୀପାଟଣା ସହରର ଗୋଷାଲ ପଡ଼ାର ପରିତ୍ରାଣ ବାଗଙ୍କୁ ୫୦୦୦ ଟଙ୍କାର ଆର୍ଥିକ ସହାୟତା ଅନୁମୋଦନ କରାଯାଇଥିଲା।

ସେଭଳି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଭବାନୀପାଟଣା ବ୍ଲକର କୁଟୁର ଖମାର ଅଞ୍ଚଳର ରିତ୍ତିକ ମଶ୍ରା ଙ୍କୁ ତାଙ୍କର ପ୍ଲାଷ୍ଟିକ ସର୍ଜରୀ ପାଇଁ ୭୦୦୦ ଟଙ୍କା ର ସହାୟତା ଅନୁମୋଦନ କରାଗଲା।

ଆରକ୍ଷୀ ଅଧିକ୍ଷକ କଳାହାଣ୍ଡି ଜିଲ୍ଲାପାଳ ଜନଶୁଣାଣି ଶିବିର ପି. ଅନ୍ୱେଷା ରେଡ୍ଡୀ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026
Latest News

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.