Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ, ପୁଅଙ୍କଠାରୁ ଝିଅଙ୍କ ପାଶ୍ ହାର ଅଧିକ
StateBoard

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ, ପୁଅଙ୍କଠାରୁ ଝିଅଙ୍କ ପାଶ୍ ହାର ଅଧିକ

July 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ, ପୁଅଙ୍କଠାରୁ ଝିଅଙ୍କ ପାଶ୍ ହାର ଅଧିକ

କଟକ : ଆଜି କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ। ଚଳିତ ବର୍ଷ ୯୦.୫୫% ପାସ୍ ହାର ରହିଛି। ଏଥର ୫ଲକ୍ଷ ୧୭ହଜାର ୮୪୭ ଜଣ ପାସ୍ କରିଥିବା ବେଳେ ୮ହଜାର ୬୯୯ ଜଣ ଫେଲ୍ ହୋଇଛନ୍ତି । ପାସ କରିଥିବା ପିଲାଙ୍କ ମଧ୍ୟରେ ପୁଅଙ୍କ ସଂଖ୍ୟା ୨ଲକ୍ଷ ୫୬ହଜାର ୮୭୭ ଅର୍ଥାତ ୮୮.୭୭ ପ୍ରତିଶତ ରହିଛି। ହେଲେ ଝିଅଙ୍କ ପାଶ ସଂଖ୍ୟା ୨ଲକ୍ଷ ୬୦ହଜାର ୯୭୦ ଅର୍ଥାତ ୯୨.୩୭ ପ୍ରତିଶତ ରହିଛି।

ଛାତ୍ରଛାତ୍ରୀମାନେ ବୋର୍ଡ ପକ୍ଷରୁ ଜାରି କରାଯାଇଥିବା ୱେବସାଇଟ www.bseodisha.ac.in ରେ ରୋଲ ନମ୍ବର ଆଧାରରେ ପରୀକ୍ଷା ଫଳ ଜାଣିପାରିବେ।  ଏବଂ www.bseodisha.nic.in ରେ ଅପରାହ୍ନ ୨ଟାରୁ ପରୀକ୍ଷା ଫଳ ଉପଲବଧ୍‌ ହେବ।  ମୋବାଇଲ୍‌ରେ ମେସେଜ୍‌ ଦ୍ୱାରା ମଧ୍ୟ ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ। ପରୀକ୍ଷାର୍ଥୀମାନେ OR10(Space) Roll Number(Space) ଦେଇ ୫୬୭୬୭୫୦ କୁ ମେସେଜ୍‌ ପଠାଇଲେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ।।

ମାଟ୍ରିକ ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବୋର୍ଡ ନିଗମ ନିଯୁକ୍ତି : ତଥ୍ୟ ମାଗିଲେ ସରକାର

May 16, 2026

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

May 16, 2026

ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

May 16, 2026

ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

May 16, 2026
Latest News

ପେଟ୍ରୋଲ ଓ ଡିଜେଲ ପରେ ଏବେ ମୋବାଇଲ ରିଚାର୍ଜ ପାଳି !

May 17, 2026

ଭାରତରେ ପ୍ରଥମ ଥର ପାଇଁ ଜବତ ହେଲା ‘ଜିହାଦୀ ଡ୍ରଗ’ ନାମରେ କୁଖ୍ୟାତ ଚେତନାହାରକ ପଦାର୍ଥ ‘କ୍ୟାପଟାଗନ୍’

May 17, 2026

ଆଜି ୧୭ ତାରିଖ ରବିବାରରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

May 17, 2026

ବୋର୍ଡ ନିଗମ ନିଯୁକ୍ତି : ତଥ୍ୟ ମାଗିଲେ ସରକାର

May 16, 2026

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.