Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର୍ ଆବ୍ବାସ ନକଭି, କାହିଁକି??
ଆଜିର ଖବର

BREAKING NEWS: କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁକ୍ତାର୍ ଆବ୍ବାସ ନକଭି, କାହିଁକି??

July 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ମୁଖାର୍ ଆବ୍ବାସ ନକଭି, ମିଳିପାରେ ବଡ ଦାୟିତ୍ବ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସଂଖ୍ୟାଲଘୁ ବିଭାଗ ମନ୍ତ୍ରୀ ମୁକ୍ତାର୍ ଅବ୍ବାସ ନାକଭି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବା ପରେ ସେ ଏହି ଇସ୍ତଫା ଦେଇଛନ୍ତି। ସେ ଆଜି ତାଙ୍କର ଶେଷ କେନ୍ଦ୍ର କ୍ୟାବିନେଟ ବୈଠକରେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ତାଙ୍କୁ ପ୍ରଶଂସା କରିଥିଲେ।

ଏଭଳି ପରିସ୍ଥିତିରେ କଳ୍ପନାଜଳ୍ପନା କରାଯାଉଛି ଯେ ବର୍ତ୍ତମାନ ମୁକ୍ତାର୍ ଅବ୍ବାସ ନାକଭିଙ୍କୁ ଅନେକ ବଡ ଦାୟିତ୍ବ ଦିଆଯାଇପାରେ। ବିଜେପି ତାଙ୍କୁ ଏଥର ରାଜ୍ୟସଭାକୁ ମଧ୍ୟ ପଠାଇ ନାହିଁ। ଏଭଳି ପରିସ୍ଥିତିରେ ଆଲୋଚନା ଆହୁରି ସରଗରମ ହେଉଛି। ଦୀର୍ଘ ଦିନ ଧରି ବିଜେପିରେ ରହିଆସୁଥିବା ଅଳ୍ପ କିଛି ମୁସଲମାନ ନେତାଙ୍କ ମଧ୍ୟରୁ ମୁକ୍ତାର୍ ଅବ୍ବାସ ନାକଭି ହେଉଛନ୍ତି ଅନ୍ୟତମ।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026

ମୃତ୍ୟୁ ପରେ ମଧ୍ୟ ଜୀବନ ବଞ୍ଚାଇ ଉଦାହରଣ ସୃଷ୍ଟି କଲେ ମହିଳା ଡାକ୍ତର

April 20, 2026
Latest News

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026

ମୃତ୍ୟୁ ପରେ ମଧ୍ୟ ଜୀବନ ବଞ୍ଚାଇ ଉଦାହରଣ ସୃଷ୍ଟି କଲେ ମହିଳା ଡାକ୍ତର

April 20, 2026

ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.