Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ବିଭାଗର ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକ୍‌ଟରଙ୍କୁ ମିଳିବ ଚଳିତ ବର୍ଷ ମଇ ଓ ଜୁନ୍‌ ମାସର ପାରିଶ୍ରମିକ
ଆଜିର ଖବର

ଶିକ୍ଷା ବିଭାଗର ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକ୍‌ଟରଙ୍କୁ ମିଳିବ ଚଳିତ ବର୍ଷ ମଇ ଓ ଜୁନ୍‌ ମାସର ପାରିଶ୍ରମିକ

July 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷା ବିଭାଗର ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକ୍‌ଟରଙ୍କୁ ମିଳିବ ଚଳିତ ବର୍ଷ ମଇ ଓ ଜୁନ୍‌ ମାସର ପାରିଶ୍ରମିକ

ଭୁବନେଶ୍ୱର : ସମଗ୍ର ଶିକ୍ଷା ଅଧୀନରେ କାର୍ଯ୍ୟରତ ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକ୍‌ଟରମାନଙ୍କୁ ଚଳିତ ବର୍ଷ ମଇ ଓ ଜୁନ୍‌ ମାସର ପାରିଶ୍ରମିକ ପ୍ରଦାନ କରାଯିବାକୁ ସରକାର ସ୍ଥିର କରିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଏ ନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଏବଂ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିବା ପରେ ଏହି ଘୋଷଣା କରାଯାଇଛି ।

ପୂର୍ବବର୍ଷମାନଙ୍କରେ ମଇ ଓ ଜୁନ୍‌ ମାସରେ ବିଦ୍ୟାଳୟ ବନ୍ଦ ରହୁଥିବାରୁ ପାର୍ଟ ଟାଇମ୍‌ ଇନ୍‌ଷ୍ଟ୍ରକଫରମାନଙ୍କୁ ପାରଶ୍ରମିକ ଦିଆଯାଉନଥିଲା । କିନ୍ତୁ ଚଳିତ ବର୍ଷ ମଇ ଓ ଜୁନ୍‌ ମାସରେ ବିଦ୍ୟାଳୟ ଖୋଲା ରହିଥିବାରୁ ଏହି ଦୁଇମାସ ପାଇଁ ପାରିଶ୍ରମିକ ପ୍ରଦାନ କରାଯିବ । ଜିଲ୍ଲାଗସ୍ତ ସମୟରେ ମନ୍ତ୍ରୀ ଶ୍ରୀ ଦାଶ ଏ ବିଷୟ ହୃଦୟଙ୍ଗମ କରି ଉପଯୁକ୍ତ ପଦକ୍ଷେପ ନେବା ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଶିକ୍ଷା ବିଭାଗ ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.